୬ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ୬ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି। ସେହିଦିନ ଅପରାହ୍ନରେ ଡିଭାଇନ ରିଟ୍ରିଟ ସେଣ୍ଟର ଉଦ୍ଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିଦିନ ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି।

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ଦେଶବିଦେଶର ଭକ୍ତଙ୍କ ସମାଗମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ତାମିଲନାଡୁରେ ସରକାର ଗଠନକୁ ନେଇ ବିବାଦ ଜାରି: ରାଜ୍ୟପାଳଙ୍କୁ ସିପିଆଇ(ଏମ)ର ଅନୁରୋଧ

ଚେନ୍ନାଇ,୭।୫: ତାମିଲନାଡୁରେ ବିଧାନସଭା ନିର୍ବାଚନର ଫଳାଫଳ ପରେ, ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରିନଥିବାରୁ,…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ବିଜୟଙ୍କ ଦଳ ଉପରେ ମହିଳା ସିଙ୍ଗର ଆଣିଲେ ଗୁରୁତର ଅଭିଯୋଗ, ନାବାଳିକା ବଳାତ୍କାର ମାମଲରେ…

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ ପରେ, ଥଲାପଥି ବିଜୟଙ୍କ ଦଳ, TVKର ଜଣେ କର୍ମୀଙ୍କୁ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଏହି…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

ତେଲର ତଣ୍ଟି ଚିପିପାରେ ହର୍ମୁଜ ସଙ୍କଟ, ବିଶ୍ୱର ଜୀବନ ରେଖା ଉପରେ ଘନଉଛି ବିପଦ

ତେହରାନ,୭।୫: ପଶ୍ଚିମ ଏସିଆର ସବୁଠାରୁ ସମ୍ବେଦନଶୀଳ ସାମୁଦ୍ରିକ କରିଡର ଆଉ କେବଳ ଏକ ବାଣିଜ୍ୟ ପଥ ନୁହେଁ; ଏହା ବିଶ୍ୱ ଶକ୍ତି ସଂଘର୍ଷର ଏକ ବିସ୍ଫୋରକ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri