ଲିଙ୍ଗରାଜଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲିଙ୍ଗରାଜ ଦର୍ଶନ ପରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦର ଯାଇ ସେଠାରୁ ହେଲିକପ୍ଟର ଯୋଗେ କଟକ ଯିବେ। କଟକ ବିଦ୍ୟାଧରପୁରସ୍ଥିତ ନ୍ୟାଶନାଲ ରାଇସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri