Posted inଖେଳ

ରାଷ୍ଟ୍ରପତିଙ୍କ ମଞ୍ଜୁରୀ: ଆଇନରେ ପରିଣତ ହେଲା ଜାତୀୟ କ୍ରୀଡ଼ା ଶାସନ ବିଲ୍‌

ନୂଆଦିଲ୍ଲୀ,୧୯ା୮: ଭାରତୀୟ କ୍ରୀଡ଼ା ପ୍ରଶାସନରେ ସଂସ୍କାର ଆଣିବା ଉଦ୍ଦେଶ୍ୟ ସହିତ ପ୍ରସ୍ତୁତ ଜାତୀୟ କ୍ରୀଡ଼ା ଶାସନ ବିଲ୍‌ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ ପରେ ଆଇନରେ ପରିଣତ ହୋଇଛି।

ରାଷ୍ଟ୍ରପତିଙ୍କ ଅନୁମୋଦନ ସୋମବାର ମିଳିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ଗେଜେଟ ନୋଟିଫିକେଶନ ଜରିଆରେ ସୂଚନା ଦିଆଯାଇଛି। ଗତ ଏକ ବର୍ଷ ଧରି ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ମାଧ୍ୟମରେ ପ୍ରସ୍ତୁତ କରାଯାଇଥିବା ଏହି କ୍ରୀଡ଼ା ବିଲ୍‌କୁ ଦୀର୍ଘ ଦଶନ୍ଧି ହେଲା ଅପେକ୍ଷା କରାଯାଉଥିଲା। ଗତ ଜୁଲାଇ ୨୩ରେ ଏହାକୁ ଲୋକ ସଭାରେ ଆଗତ କରାଯାଇଥିଲା। ଅଗଷ୍ଟ ୧୧ରେ ଲୋକ ସଭାରେ ଏହା ପାରିତ ହେବାର ଦିନକ ପରେ ବିସ୍ତୃତ ଆଲୋଚନା ମାଧ୍ୟମରେ ରାଜ୍ୟ ସଭାରେ ପାରିତ ହୋଇଥିଲା।

ନୂଆ ଆଇନ କେବଳ ଶାସନ ଲାଗି ମାନଦଣ୍ଡ ଧାର୍ଯ୍ୟ କରୁନାହିଁ ବରଂ ତୁରନ୍ତ ବିବାଦର ସମାଧାନ ଲାଗି ଏକ ଜାତୀୟ କ୍ରୀଡ଼ା ଟ୍ରିବ୍ୟୁନାଲ ସହ ଜାତୀୟ ଫେଡେରେଶନର ନିର୍ବାଚନ ତଦାରଖ କରିବା ପାଇଁ ନ୍ୟାଶନାଲ ସ୍ପୋଟର୍‌ସ ଇଲେକ୍‌ଶନ ପ୍ୟାନେଲର ଗଠନକୁ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri