ପ୍ରେସିଡେନ୍ସିଆଲ ଡିବେଟ୍‌: ବାଇଡେନ୍‌ଙ୍କୁ ଘେରିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୯ା୬: ଆସନ୍ତା ନଭେମ୍ବରରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଜୋ ବାଇଡେନ ଓ ତାଙ୍କ ରିପବ୍ଲିକାନ୍‌ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତୁତ। ବର୍ତ୍ତମାନର ରାଷ୍ଟ୍ରପତି ବାଇଡେନ୍‌ ଓ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ମଧ୍ୟରେ ଗୁରୁବାର ପ୍ରଥମ ପ୍ରେସିଡେନ୍ସିଆଲ୍‌ ଇଲେକ୍ସନ ଡିବେଟ୍‌ ଅନୁଷ୍ଠିତ ହୋଇଯାଇଛି। ଆଟଲାଣ୍ଟାରେ ସେମାନଙ୍କ ମଧ୍ୟରେ ୯୦ ମିନିଟ୍‌ର ବିତର୍କ ହୋଇଥିଲା। ଏହି ଅବସରରେ ରୁଷିଆ-ୟୁକ୍ରେନ୍‌, ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ, ତାଲିବାନର ଆଫଗାନିସ୍ତାନ ଦଖଲ, ମୁଦ୍ରାସ୍ଫୀତି, ଚାଇଲ୍ଡ କେୟାର ଓ ଜଳବାୟୁ ସଙ୍କଟ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ୨ ରାଷ୍ଟ୍ରପତି ପ୍ରାର୍ଥୀ ନିଜ ନିଜ ମତ ରଖିଛନ୍ତି। ୭୮ ବର୍ଷୀୟ ଟ୍ରମ୍ପ୍‌ ୮୧ ବର୍ଷୀୟ ବାଇଡେନ୍‌ଙ୍କୁ କଡ଼ା ଟକ୍କର ଦେଉଛନ୍ତି। ୟୁକ୍ରେନ୍‌ ଓ ଗାଜା ଯୁଦ୍ଧ ପାଇଁ ଟ୍ରମ୍ପ୍‌ ବାଇଡେନ୍‌ଙ୍କୁ ଦାୟୀ କରିଥିଲେ। ବାଇଡେନ୍‌ ନିଜର ବୟସାଧିକ୍ୟକୁ ସ୍ବୀକାର କରିଥିଲେ ମଧ୍ୟ ଟ୍ରମ୍ପ୍‌ଙ୍କୁ ପରାଜିତ କରିବେ ବୋଲି ଦୃଢ଼ୋକ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri