ରାଷ୍ଟ୍ରପତି ନିର୍ବାଚନ: ଭୁବନେଶ୍ୱରରେ ପହଞ୍ଚିଲା ବାଲାଟ ବକ୍ସ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ହେବାକୁ ଥିବା ବେଳେ ୨୧ ତାରିଖରେ ଫଳାଫଳ ପ୍ରକାଶ ପାଇବ । ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିବାକୁ ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା ମୁହାଁମୁହିଁ ହୋଇଛନ୍ତି। ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଭୁବନେଶ୍ୱରରେ ବାଲାଟ ବକ୍ସ ପହଞ୍ଚିଛି । ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ ଅଧିକାରୀଙ୍କ ସହିତ ପୁରା ଟିମ ମଧ୍ୟ ଓଡ଼ିଶାରେ ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri