Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ, ମତଦାନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି।
ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ତଥା ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ପ୍ରଥମ ଥର ପାଇଁ ଜଣେ ଆଦିବାସୀ ମହିଳାଙ୍କ ମୁକୁଟ ପିନ୍ଧିବା ନିଶ୍ଚିତ ହୋଇଛି। ଦ୍ରୌପଦୀ ମୁର୍ମୁଙ୍କୁ ୨୭ ରାଜନୈତିକ ଦଳର ସମର୍ଥନ ରହିଛି। ୧୪ ଟି ଦଳର ସମର୍ଥନ ଥିବା ଯଶଓ୍ବନ୍ତ ସିହ୍ନାଙ୍କୁ ପ୍ରାୟ ୩.୬୨ ଲକ୍ଷ ଭୋଟ ମିଳିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ‘ମିଛୁଆ’ କହିଲେ ମମତା

କୋଲକତା,୨୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ବିଷ୍ଣୁପୁରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ...

ବେଙ୍ଗାଲୁରୁ ଗଣବଳାତ୍କାର: ୨ ମହିଳାଙ୍କ ସମେତ ୧୨ ଗିରଫ

ବେଙ୍ଗାଲୁରୁ,୮।୭: କର୍ନାଟକର ରାଜଧାନୀରେ ବାଂଲାଦେଶର ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାରେ ବେଙ୍ଗାଲୁୁରୁ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି। ୨ ମହିଳାଙ୍କ ସମେତ ୧୧...

ଭାଜପାକୁ ୫ ଆସନରେ ସୀମିତ ରଖିବେ ଭୋଟର

ନୂଆଦିଲ୍ଲୀ, ୪।୨: କୃଷି ଆଇନ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏମ୍‌ପି ସଞ୍ଜୟ ସିଂ ରାଜ୍ୟ ସଭାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି...

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା...

ପ୍ଲାଜମା ଦାନ କଲେ ଭାଜପା ନେତା ସମ୍ବିତ

ଗୁରୁଗ୍ରାମ,୬।୭: କରୋନା ଭାଇରସ ସଂକ୍ରମଣକୁ ଦୂରେଇ ଦେବାକୁ ଏବେ ସମସ୍ତେ ଆଗେଇ ଆସୁଛନ୍ତି। ଏପର୍ଯ୍ୟନ୍ତ କରୋନା ଚିକିତ୍ସା ପାଇଁ କୌଣସି ଔଷଧ ବାହାରି ନ ଥିବା...

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ରାହୁଲ-ଶାହା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୭୨ବର୍ଷରେ ପଦାର୍ପଣ କରିଛନ୍ତି। ମୋଦି ନିଜ ଜନ୍ମଦିନ ଅବସରରେ ଦେଶବାସୀଙ୍କୁ ଚିତା ବାଘ ଉପହାର ଭେଟି ଦେଇଛନ୍ତି। ତାଙ୍କ...

ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ...

ମୁଣ୍ଡରେ ସିନ୍ଦୁର, ହାତରେ ମେହେନ୍ଦୀ ଲଗାଇ ସଂସଦରେ ଶପଥ ନେବା ପାଇଁ ପହଞ୍ଚିଲେ ନୁସରତ

ନୂଆଦିଲ୍ଲୀ,୨୫।୬: ୧୭ତମ ଲୋକ ସଭାରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସରୁ ନିର୍ବାଚନ ଜିତିଥିବା ବଙ୍ଗାଳୀ ଅଭିନେତ୍ରୀ ନୁସରତ ଜହାଁ ଓ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର...

Advertisement
Archives

Model This Week