Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ ରଣନୀତି, ୨୨ ନେତାଙ୍କୁ ଚିଠି ଲେଖିଲେ ମମତା…

କୋଲକାତା, ୧୧।୬ : ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଛି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ଆରମ୍ଭ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେ ଜୁନ ୧୫ ରେ ଦିଲ୍ଲୀର ସମ୍ବିଧାନ କ୍ଲବରେ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତାଙ୍କ ସହ ମିଳିତ ବୈଠକରେ ଅଂଶଗ୍ରହଣ କରିବେ। ଏଥିପାଇଁ ମମତା ୨୨ ନେତାଙ୍କୁ ଚିଠି ମଧ୍ୟ ଲେଖିଛନ୍ତି।

ଏଥିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଦ୍ୱନ୍ତ ମନ ଅଛନ୍ତି। କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ମଧ୍ୟ ମମତା ବାନାର୍ଜୀ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?