ରାଷ୍ଟ୍ରପତିଙ୍କ ବୋଇତ ଯାତ୍ରା, ମହାନଦୀରେ ଭବ୍ୟ ଦୃଶ୍ୟ

କଟକ, ୨୪।୧୧: ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ପରମ୍ପରା ଓ ସାମୁଦ୍ରିକ ଐତିହ୍ୟର ପ୍ରତୀକ ଐତିହାସିକ କଟକ ବାଲିଯାତ୍ରା ଉତ୍ସବରେ ଯୋଗଦେଇଛନ୍ତି ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ମହାନଦୀର ବକ୍ଷରେ ଏକ ସୁସଜ୍ଜିତ ପାରମ୍ପରିକ ବୋଇତରେ ଯାତ୍ରା କରିଥିଲେ। ରାଷ୍ଟ୍ରପତିଙ୍କ ଏହି ନିଆରା ଜଳଯାତ୍ରା ବାଲିଯାତ୍ରା ଉତ୍ସବର ମୁଖ୍ୟ ଆକର୍ଷଣ ପାଲଟିଥିଲା।

ସିଲଭର ସିଟି ବୋଟ୍ କ୍ଲବରୁ ରାଷ୍ଟ୍ରପତି ସ୍ୱତନ୍ତ୍ର ଭାବେ ସଜ୍ଜିତ ‘କଳିଙ୍ଗ ତରଙ୍ଗିଣୀ’ ବୋଇତରେ ଯାତ୍ରା ଆରମ୍ଭ କରିଥିଲେ। ତାଙ୍କ ସୁରକ୍ଷା ଓ ସହଯାତ୍ରା ପାଇଁ ଭାରତୀୟ ନୌସେନାର ଏକ ଜାହାଜ ସମେତ ମୋଟ ୭ଟି ବୋଇତ ଏହି ଯାତ୍ରାରେ ସାମିଲ ହୋଇଥିଲା। ମହାନଦୀରେ ଏହି ଜଳଯାତ୍ରା ପରେ ରାଷ୍ଟ୍ରପତି ଗଡ଼ଗଡ଼ିଆ ଘାଟରେ ପହଞ୍ଚିଥିଲେ।

ସେଠାରେ ପାରମ୍ପରିକ ବୋଇତ ବନ୍ଦାଣ ରୀତିନୀତି ପରେ ରାଷ୍ଟ୍ରପତି ବାଲିଯାତ୍ରା ପଡ଼ିଆରେ ଆୟୋଜିତ ଉତ୍ସବରେ ଯୋଗଦେଇଥିଲେ। ଗଣକବି ବୈଷ୍ଣବ ପାଣି ମଞ୍ଚରେ ସେ ଐତିହାସିକ ବାଲିଯାତ୍ରାର ଉଦ୍‌ଘାଟନ କରିଥିଲେ।

ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ କଟକ ସହରରେ ବ୍ୟାପକ ଉତ୍ସାହ ପ୍ରକାଶ ପାଇଥିଲା। ତାଙ୍କ ଆଗମନ ଓ ବାଲିଯାତ୍ରା ଉଦ୍‌ଘାଟନ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା।

ଓଡ଼ିଆ ସାଧବ ପୁଅଙ୍କ ସମୁଦ୍ରଯାତ୍ରା ଓ ପ୍ରାଚୀନ କଳିଙ୍ଗର ବିଦେଶ ସହ ବାଣିଜ୍ୟିକ ସମ୍ପର୍କର ସ୍ମୃତି ବହନ କରୁଥିବା ବାଲିଯାତ୍ରାରେ ରାଷ୍ଟ୍ରପତିଙ୍କ ଯୋଗଦାନ ଉତ୍ସବକୁ ଅଧିକ ଗୌରବମୟ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରମ୍ପରାର ମହକରେ ମହକିଲା ରିଷିଡ଼ା, ଧୁମ୍‌ଧାମ୍‌ରେ ପାଳିତ ହେଲା ବୋଇତ ବନ୍ଦାଣ

ରିଷିଡ଼ା, ୨୪/୧୧ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡ଼ାଠାରେ ଶ୍ରୀଶ୍ରୀ ରାମଚନ୍ଦ୍ର ସ୍ୱାମୀ ଗ୍ରାମ୍ୟ ସମିତି ତୈଳିକ ବଳଦିଆ ବୈଶ୍ୟ ସମାଜ ପକ୍ଷରୁ…

ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ଝଲକ, ମହାନଦୀରେ ଜମ୍ବୁଦ୍ୱୀପ ବୋଇତ ବନ୍ଦାଣ: ମହାକାଳପଡ଼ାରେ ଉତ୍ସବମୁଖର କାର୍ତ୍ତିକ ପୂର୍ଣ୍ଣିମା

ମହାକାଳପଡ଼ା, ୨୪।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ପଞ୍ଚାୟତର ବାହାକୁଦସ୍ଥିତ ମହାନଦୀ କୂଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରାଚୀନ…

ସ୍କୁଟିକୁ ଧକ୍କା ଦେଇ ମହିଳାଙ୍କଠାରୁ ଝାମ୍ପିନେଲେ ୧ ଲକ୍ଷ ୪୧ ହଜାର ଟଙ୍କା

ଦିଗପହଣ୍ଡି,୨୪ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ସୋମବାର ଜଣେ ମହିଳା ଟଙ୍କା ଧରି ସ୍କୁଟିରେ ଯାଉଥିବା ବେଳେ କେତେଜଣ ଦୁର୍ବର୍ତ୍ତ ତାଙ୍କ ସ୍କୁଟିକୁ ଧକ୍କା ଦେଇ…

୨୮ ଛକା, ୨୦୪ ରନ୍‌ର ଝଡ଼; UAEକୁ ଧୂଳି ଚଟାଇଲେ ବୈଭବ: ସେମିଫାଇନାଲରେ ଭାରତ କଲା ଏଣ୍ଟ୍ରି

ନୂଆଦିଲ୍ଲୀ, ୨୪।୧୧: ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ୍‌ରେ ରନର ଝଡ଼। ମାତ୍ର ୫୩ଟି ବଲରେ ୭ଟି ଚୌକା ଓ ୨୮ଟି ଛକା ସହାୟତାରେ ୨୦୪ ରନର ଧୂଆଁଧାର ଇନିଂସ…

କ୍ରିକେଟ ଜଗତରେ ଚହଳ ପକାଇଲେ ବୈଭବ: ମାତ୍ର ଏତିକି ବଲରେ ଦ୍ୱିଶତକ ହାସଲ କରି କଲେ ବିଶ୍ୱ ରେକର୍ଡ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୨୪।୧୧: ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ରେ ଶେଷରେ ଫର୍ମକୁ ଫେରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। UAE ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଲିଷ୍ଟ-A କ୍ରିକେଟରେ ଦ୍ରୁତତମ ଦ୍ୱିଶତକ…

ଡିସେମ୍ୱର ୧ରୁ ବଦଳୁଛି ୭ ବଡ଼ ନିୟମ: LPG ଦର, SBI କାର୍ଡ ଚାର୍ଜରୁ ପେନଶନ ଯାଏ ପଡ଼ିବ ସିଧା ପ୍ରଭାବ

ନୂଆଦିଲ୍ଲୀ,୨୪।୧୧: ନଭେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ମାତ୍ର କିଛି ଦିନ ମଧ୍ୟରେ ଡିସେମ୍ୱର ୨୦୨୬ ଆରମ୍ଭ ହେବାକୁ ଯାଉଛି। ପ୍ରତ୍ୟେକ ନୂଆ ମାସର ପ୍ରଥମ…

ଛକା ପରେ ଛକା ବର୍ଷା କଲେ ବୈଭବ, ମାତ୍ର ୧୬ ରନ୍‌ରେ କଲେ ଏତେ ରନ୍‌…ସବୁ ଖେଳାଳି ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ, ୨୪।୧୧: ଏସିଆ କପ୍‌ ରାଇଜିଂ ଷ୍ଟାର୍ସ ୨୦୨୬ରେ ଏପର୍ଯ୍ୟନ୍ତ ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ବଡ଼ ଇନିଂସ ଦେଖିବାକୁ ମିଳିନଥିଲା। ନେପାଳ ଓ ପାକିସ୍ତାନ ବିପକ୍ଷରେ ସେ…

ୟୁପି ରାଜନୀତିରେ ହଲଚଲ: କଂଗ୍ରେସ ସହ ସିଟ୍‌ ବୁଝାମଣାକୁ ନେଇ ଅଖିଳେଶ ଦେଲେ ଏମିତି ବୟାନ, ସମସ୍ତେ ତାଜୁବ!

ନୂଆଦିଲ୍ଲୀ,୨୪।୧୧: ଏସପି ଏବଂ କଂଗ୍ରେସ ମଧ୍ୟରେ ଆସନ ବୁଝାମଣାକୁ ନେଇ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ସ୍ପଷ୍ଟ କରିଛନ୍ତି ଯେ ଉଭୟ ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?