ରାଷ୍ଟ୍ରପତିଙ୍କ ଫେସ୍‌ବୁକ୍‌ ପେଜ୍‌ ବ୍ୟାନ

ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଗୁଜବ ପ୍ରଚାର ଯୋଗୁ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍‌ ମଦୁରୋଙ୍କ ପେଜ୍‌ ବନ୍ଦ କରିଛି ଫେସ୍‌ବୁକ। କାର୍‌ଭାଟିଭିର୍‌ ନାମକ ଏକ ଔଷଧକୁ ‘ଚମତ୍କାର’ ବୋଲି ବର୍ଣ୍ଣନା କରିବା ସହ ଏହାର ସେବନ କଲେ କରୋନା ସଂକ୍ରମଣରୁ ଜଣେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯିବ ବୋଲି ପ୍ରଚାର କରିଥିଲେ। କୌଣସି ଡାକ୍ତର କିମ୍ବା ବୈଜ୍ଞାନିକ ଏହି ମେଡିସନ୍‌କୁ ସ୍ବୀକୃତି ଦେଇ ନ ଥିଲେ ମଧ୍ୟ ନିକୋଲାସ୍‌ ତାହାର ପ୍ରଚାର କରୁଥିବା ଫେସ୍‌ବୁକ୍‌ ପକ୍ଷରୁ କୁହାଯାଇଛି। ଏହା ଦ୍ୱାରା କମ୍ପାନୀର ପଲିସି ଉଲ୍ଲଂଘନ ହୋଇଥିବା କହି ରାଷ୍ଟ୍ରପତିଙ୍କ ପେଜ୍‌କୁ ଫେସ୍‌ବୁକ୍‌ ବ୍ଲକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ ମନ୍ଦିରରୁ ଉଦ୍ଧାର ୮୦ ବାଘ ମୃତ

ବ୍ୟାଙ୍କକ୍‌,୧୭ା୯(ଏଏଫପି): ଥାଇଲାଣ୍ଡର ଏକ ବିବାଦୀୟ ମନ୍ଦିରରୁ ୧୪୭ ବାଘଙ୍କୁ ଉଦ୍ଧାର କରାଯାଇ ଅନ୍ୟତ୍ର ନିଆଯାଇଥିଲା। ସେଥିରୁ ୮୦ରୁ ଊର୍ଦ୍ଧ୍ୱ ବାଘଙ୍କ ମୃତ୍ୟୁ ଘଟିଛି। ଜିନ୍‌ଗତ ସମସ୍ୟା...

କରୋନା କବଳରେ ବିଶ୍ୱନେତା

ଓ୍ବାଶିଂଟନ, ୧୪।୩: ପୃଥିବୀର ୧୪୫ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିଛି। ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ କାହାକୁ ବି କରୋନା ଛାଡ଼ିନି।...

‘ଆସନ୍ତା ସପ୍ତାହରେ ଆକ୍ରମଣ କରିବ ରୁଷିଆ’

ଓ୍ବାଶିଂଟନ,୧୯ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ସେ ନିଶ୍ଚିତ ଯେ, ରୁଷିଆ ଆସନ୍ତା ସପ୍ତାହରେ ୟୁକ୍ରେନ ଉପରେ ଆକ୍ରମଣ କରିବ। ଏହି କାରଣରୁ ରୁଷିଆ...

ମନି ଲଣ୍ଡରିଂକୁ ଆଇନଗତ କରିବାକୁ ସରକାରଙ୍କ ଯୋଜନା, ବିରୋଧୀଙ୍କ ସମାଲୋଚନା …

ଢାକା, ୧୨।୬ : ମନି ଲଣ୍ଡରିଂକୁ ଆଇନଗତ କରିବାକୁ ବାଂଲାଦେଶ ସରକାରଙ୍କ ଯୋଜନାକୁ ନେଇ ଦେଶରେ ତୀବ୍ର ବିବାଦ ଦେଖାଦେଇଛି। କେବଳ ବିରୋଧୀ ନୁହନ୍ତି, ନାଗରିକ...

କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ

ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ...

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...

ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି...

ଜର୍ମାନୀ ଯିବେ ବାଇଡେନ

ଓ୍ବାଶିଂଟନ,୮ା୬: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଚଳିତମାସ ୨୫ ତାରିଖରେ ଦକ୍ଷିଣ ଜର୍ମାନୀର ସ୍କଲ୍‌ସ ଏଲମାଉ ଯାତ୍ରା କରିବେ। ଏଠାରେ ବରିଷ୍ଠ...

Advertisement
Archives

Model This Week