Posted inଜାତୀୟ

ମଣିପୁରରେ ଆଉ ୬ ମାସ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ

ଇମ୍ଫାଲ,୨୫ା୭: ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହୋଇଛି ରାଷ୍ଟ୍ରପତି ଶାସନ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ଆଗତ ପ୍ରସ୍ତାବ ଉପରେ ସଂସଦର ମୋହର ବାଜିଛି। ଫେବୃଆରୀ ୧୩ରୁ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ବିଧାନସଭା ଭଙ୍ଗ କରିଥିଲେ । ଦେଶର ଗୋଟିଏ ରାଜ୍ୟରେ ରାଷ୍ଟ୍ରପତି ଶାସନ ପାଇଁ ସଂସଦର ଅନୁମତି ଜରୁରୀ। ପ୍ରତି ୬ ମାସରେ କେନ୍ଦ୍ର ସରକାର ସଂସଦର ଅନୁମତି ନେବା ନିହାତି ଜରୁରୀ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri