ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ ହେବା ପରେ ମସ୍କୋରେ ବଶରଙ୍କ ସହ ଶରଣାର୍ଥୀ ଭାବେ ରହିବାରେ ସେ ଅସନ୍ତୁଷ୍ଟ ଥିବା ରିପୋର୍ଟ ପ୍ରକାଶ ପାଇଛି। ଦେଶ ଛାଡ଼ିବା ପାଇଁ ସ୍ବତନ୍ତ୍ର ଅନୁମତି ନିମନ୍ତେ ସେ ରୁଷିଆର ଏକ ଅଦାଲତରେ ଆବେଦନ କରିଥିଲେ। ୧୯୭୫ରେ ଲଣ୍ଡନରେ ଜନ୍ମିତ ଆସ୍‌ମା ଉଭୟ ବ୍ରିଟେନ୍‌ ଏବଂ ସିରିଆର ନାଗରିକତ୍ୱ ହାସଲ କରିଛନ୍ତି। ସେ ଲଣ୍ଡନର କିଙ୍ଗ୍‌ସ କଲେଜରୁ କମ୍ପ୍ୟୁଟର ସାଇନ୍ସ ଏବଂ ଫ୍ରେଞ୍ଚ୍‌ ଭାଷାରେ ଡିଗ୍ରୀ କରିବା ପରେ ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କିଙ୍ଗ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ୨୦୦୦ ଡିସେମ୍ବରରେ ସେ ବଶର ଅଲ୍‌-ଅସାଦଙ୍କୁ ବିବାହ କରିଥିଲେ। ସିରିଆରେ ବିଦ୍ରୋହ ଆରମ୍ଭ ହେବା ପରେ ଆସ୍‌ମା ତାଙ୍କର ୩ ପିଲାଙ୍କ ସହ ଲଣ୍ଡନରେ ଶରଣ ନେବାକୁ ଚାହୁଁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri