Posted inଜାତୀୟ

ମିଡିଆ ଟ୍ରାଏଲ୍‌ ବିରୋଧରେ ପ୍ରେସ୍‌ ଲକ୍ଷ୍ମଣରେଖା ଟାଣିବା ଜରୁରୀ: ହାଇକୋର୍ଟ

ନୂଆଦିଲ୍ଲୀ,୮ା୧୧: ସ୍ବାଧୀନ ମତବ୍ୟକ୍ତ କରିବା ଅଧିକାର ଗଣମାଧ୍ୟମର ରହିଛି, କିନ୍ତୁ ଏହି ଅଧିକାର ଆଳରେ ଗଣମାଧ୍ୟମ ଅଦାଲତର ଭୂମିକା ନିଭାଇ ପାରିବ ନାହିଁ ବୋଲି କେରଳ ହାଇକୋର୍ଟ କହିଛନ୍ତି। କୋର୍ଟ ରାୟ ପୂର୍ବରୁ ଗଣମାଧ୍ୟମ କୌଣସି ବ୍ୟକ୍ତିଙ୍କୁ ଦୋଷୀସାବ୍ୟସ୍ତ କରିପାରିବ ନାହିଁ। ମିଡିଆ ଟ୍ରାଏଲ୍‌ ଯୋଗୁ ବ୍ୟକ୍ତିଙ୍କ ମର୍ଯ୍ୟାଦା, ପ୍ରିଭେସି ଏବଂ ଖ୍ୟାତି ଉଲ୍ଲଂଘନ ହେବାର ବିପଦ ରହିଥିବା ହାଇକୋର୍ଟ କହିଛନ୍ତି। କୌଣସି ବିଚାରାଧୀନ ଆପରାଧିକ ମାମଲାରେ ମତାମତ ଦେବାରୁ ଗଣମାଧ୍ୟମ ଦୂରେଇ ରହୁ। ମିଡିଆ ଟ୍ରାଏଲ୍‌ ବିରୋଧରେ ପ୍ରେସ୍‌ ଲକ୍ଷ୍ମଣରେଖା ଟାଣିବା ଜରୁରୀ ବୋଲି ଉଚ୍ଚ ଅଦାଲତ କହିଛନ୍ତି।

ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଏ) ଅନୁଯାୟୀ ମତବ୍ୟକ୍ତ ବା ଅଭିବ୍ୟକ୍ତି ସ୍ବାଧୀନତା ମୌଳିକ ଅଧିକାର। ତେବେ ଅଭିଯୁକ୍ତଙ୍କୁ ଦୋଷୀ କିମ୍ବା ନିର୍ଦ୍ଦୋଷ ଘୋଷଣା କରିବା ପାଇଁ ଏହି ସ୍ବାଧୀନତା ଗଣମାଧ୍ୟମ ପାଇଁ ଏକ ଲାଇସେନ୍ସ ପୁହେଁ ବୋଲଇ ଜଷ୍ଟିସ୍‌ ଏ.କେ. ଜୟଶଙ୍କରନ୍‌ ନମ୍ବିଆରଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ପୀଠ କହିଛନ୍ତି। ରିପୋର୍ଟିଂରେ କଟକଣା ନ ରହିଲେ, ତାହା ମତାମତକୁ ପ୍ରଭାବିତ କରିବା ସହ ଅଦାଲତଙ୍କ ରାୟ ଉପରେ ସାଧାରଣରେ ଅବିଶ୍ୱାସ ସୃଷ୍ଟି କରିବ ବୋଲି ଖଣ୍ଡପୀଠ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri