ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳରୁ ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡକର ଡିମିସର ଦୁଆଣ୍ଟ ପୋଲ ବୁଧବାର ଦବି ଯାଇଛି। ୪୦ ବର୍ଷର ଏହି ପୋଲ ଧୀରେ ଧୀରେ ଏହା ଭୁଶୁଡିବା ଆରମ୍ଭ ହୋଇ ୟୁ ଆକାର ଧାରଣ କରିଛି। ଏଣୁ ନୟାଗଡ଼ ଗୋଡିପଡ଼ା, ଶରଣକୁଳରୁ ଗୋଡ଼ିପଡା ରାସ୍ତା ବିଚ୍ଛନ୍ନ ହୋଇପଡିଛି।
ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳରୁ ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡକର ଡିମିସର ଦୁଆଣ୍ଟ ପୋଲ ବୁଧବାର ଦବି ଯାଇଛି। ୪୦ ବର୍ଷର ଏହି ପୋଲ ଧୀରେ ଧୀରେ ଏହା ଭୁଶୁଡିବା ଆରମ୍ଭ ହୋଇ ୟୁ ଆକାର ଧାରଣ କରିଛି। ଏଣୁ ନୟାଗଡ଼ ଗୋଡିପଡ଼ା, ଶରଣକୁଳରୁ ଗୋଡ଼ିପଡା ରାସ୍ତା ବିଚ୍ଛନ୍ନ ହୋଇପଡିଛି।
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…
ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…
ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…
ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…
ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…