ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳରୁ ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡକର ଡିମିସର ଦୁଆଣ୍ଟ ପୋଲ ବୁଧବାର ଦବି ଯାଇଛି। ୪୦ ବର୍ଷର ଏହି ପୋଲ ଧୀରେ ଧୀରେ ଏହା ଭୁଶୁଡିବା ଆରମ୍ଭ ହୋଇ ୟୁ ଆକାର ଧାରଣ କରିଛି। ଏଣୁ ନୟାଗଡ଼ ଗୋଡିପଡ଼ା, ଶରଣକୁଳରୁ ଗୋଡ଼ିପଡା ରାସ୍ତା ବିଚ୍ଛନ୍ନ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ଆଖି ଲୁହରେ ଭିଜିଲା ରାଖୀ

ଭବାନୀପାଟଣା,୧୧।୮(ସ୍ବ.ପ୍ର.): ରାଖୀ ପୂର୍ଣ୍ଣିମା ଅବସରରେ ଚାରିଆଡେ ହର୍ସଉଲ୍ଲାସ ରହିଥିବା ବେଳେ କଳାହାଣ୍ଡି ଜିଲା ଭବାନୀପାଟଣାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗୁରୁବାର ଭାଇଙ୍କୁ ରାଖୀ...

ବିଶ୍ୱବିଦ୍ୟାଳୟ ଘୋଷଣା ବର୍ଷରେ ଅର୍ଥନୀତି: ଏମ୍‌.ଫିଲ୍‌ ପାଠ୍ୟକ୍ରମ ବନ୍ଦ

ବଲାଙ୍ଗୀର ଅଫିସ, ୪ା୮-ଏହାକୁ ବିଡମ୍ବନା କୁହାଯିବ କି ଆଉ କ’ଣ। ରାଜେନ୍ଦ୍ର ସ୍ବୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା କରାଯିବାର ମାସ କେଇଟା ପରେ ଏହି କଲେଜରୁ...

କଡ଼ା ସୁରକ୍ଷା ବଳୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠ: ୧୪୪ ଧାରା ବଳବତ୍ତର, ୩ ପ୍ଲାଟୁନ ଫୋର୍ସ ମୁତୟନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): ଶ୍ରୀଶ୍ରୀ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଶୂନ୍ୟସମାଧି ଦିବସ ଓ ଦେବସ୍ନାନ ପୂର୍ଣ୍ଣିମା କଡ଼ା ସୁରକ୍ଷା ବଳୟ ମଧ୍ୟରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁକ୍ରବାର ଶେଷ ହୋଇଛି।...

ଯୁବକଙ୍କ ଅସ୍ବାଭାବିକ ମୃତ୍ୟୁ

ପାଟଣା,୯।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା ଗ୍ରାମ ପାତୁ ସାହିର ରୟା ମୁଣ୍ଡା (୧୬) ନାମକ ଜଣେ ଯୁବକଙ୍କର ଶନିବାର ସକାଳୁ ମୃତ୍ୟୁ...

ଗଞ୍ଜାମରେ ଦ୍ୱିତୀୟ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ

ବ୍ରହ୍ମପୁର ଅଫିସ,୭।୮: ଗଞ୍ଜାମ ଜିଲାରେ ଶୁକ୍ରବାର ପୁଣି ଜଣେ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ହେଉଛି ଦ୍ୱିତୀୟ ପଜିଟିଭ୍‌ ବୋଲି ଜିଲା ମ୍ୟାଲେରିଆ ଅଧିକାରୀ...

ଉଦ୍ଧାର ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୨।୧୨ (ଡି.ଏନ୍‌.ଏ.): ଯାଜପୁର ଜିଲା ମହାକାଳପଡା ଗ୍ରାମର ଏକ କୁକୁଡା ଘରୁ ଉଦ୍ଧାର ହୋଇଥିବା ଭାରତୀୟ (ଲମ୍ବାଥଣ୍ଟିଆ) ଶାଗୁଣା ଗୁରୁବାର ସାରେ ନନ୍ଦନକାନନକୁ ଆସିଛି। ଶାଗୁଣାଟିର...

ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ...

ଆନନ୍ଦପୁର ବ୍ୟାରେଜରେ ଭାରିଯାନ ଚଳାଚଳରେ ରୋକ୍‌

ଆନନ୍ଦପୁର,୨୯।୪: (ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ ଉପରେ ଭାରିଯାନ ଚଳାଚଳ ଦିଗରେ ରୋକ ଲାଗିଛି। ଆନନ୍ଦପୁର ବ୍ୟାରେଜ ଡିଭିଜନ୍‌, ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଚିଠି...

Advertisement
Archives

Model This Week