Posted inଫୁରସତ

ପ୍ରେସର କୁକର ମରାମତି  ଦେଖିଲେ ହୋଇଯିବେ ଭୟଭୀତ

ପ୍ରେସର କୁକର ମରାମତିର ନୂଆ ପଦ୍ଧତି ଦେଖିବା ପରେ ଯେ କେହି ଭୟଭୀତ ହୋଇଯିବେ। ବର୍ତ୍ତମାନ ଏଭଳି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ମିକ୍ସର୍‌ ଗ୍ରାଇଣ୍ଡର, ପ୍ରେସର କୁକର ମରାମତି କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଆଲୋଡ଼ନ ସୃଷ୍ଟି କରିଛି । ଏହି ଭିଡିଓ ଦେଖିଲା ପରେ ନିଶ୍ଚିତ ଭାବୁଥିବେ ଏହି ଭିଡିଓରେ କ’ଣ ଅଛି? ଭିଡିଓରେ ସବୁଠୁ କୌତୁହଳ ବିଷୟ ହେଉଛି ବ୍ୟକ୍ତିଙ୍କ ମରାମତି ପଦ୍ଧତି । ଏହି ଭିଡିଓରେ ୟୁଜର୍ସ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ‘ସେ ହେଉଛନ୍ତି ‘ସର୍ବୋତ୍ତମ କାରିଗର’, ଅନ୍ୟମାନେ ଥଟ୍ଟା କରି କହିଥିଲେ ଯେ ସେ ଗୋଟିଏ ଦିନରେ ୧୦ ଦିନର କାମ ସମାପ୍ତ କରୁଛନ୍ତି।
ଇନଷ୍ଟାଗ୍ରାମରେ ଶେୟାର ହୋଇଥିବା ଭିଡିଓର କ୍ୟାପଶନରେ ଲେଖାଅଛି, କିଛି ସେକେଣ୍ଡରେ କୁକର ମିକ୍ସର୍‌ ଫ୍ରିପାନ ମରାମତି କରିବା। ଭିଡିଓ ଆରମ୍ଭରେ, ଜଣେ ବ୍ୟକ୍ତି ଏକ କାଠିରେ ବାଢ଼େଇ ଏସବୁ ଠିକ୍‌ କରୁଥିବା ଦେଖାଯାଉଛି। ପରେ ମିକ୍ସର୍‌, ତାପରେ ଏକ ପ୍ରେସର କୁକର, ପ୍ରତ୍ୟେକକୁ ଏକ ନିଆରା ଢ଼ଙ୍ଗରେ ମରାମତି କରୁଛନ୍ତି।  ସେ ଗ୍ରାହକମାନଙ୍କୁ ସେମାନଙ୍କ ସମସ୍ୟା ବିଷୟରେ ନ ପଚାରି ଏହାକୁ ମରାମତି କରୁଛନ୍ତି।
ଭାଇରାଲ ହେଉଥିବା ଏହି ଭିଡିଓ ଡିସେମ୍ବର ୧୭ ରେ ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିଲା। ସେବେଠାରୁ ଏହା ଦୁଇ ଲକ୍ଷରୁ ଅଧିକ ଲାଇକ ଏବଂ ଅନେକ କମେଣ୍ଟ ସଂଗ୍ରହ କରିଛ।

 

View this post on Instagram

 

A post shared by chotutufan (@chotutufan)


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri