କ୍ଷମତା ହସ୍ତାନ୍ତର ଲାଗି କାର୍ଯ୍ୟ କରିବାକୁ ଟ୍ରମ୍ପ୍‌ଙ୍କ ଉପରେ ଚାପ

ଓ୍ବିଲମିଙ୍ଗଟନ୍‌, ୧୦।୧୧: ଆଗାମୀ ଜାନୁୟାରୀରେ ନୂଆ ପ୍ରଶାସନକୁ ସୁରୁଖୁରୁରେ କ୍ଷମତା ହସ୍ତାନ୍ତର ଲାଗି ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଟିମ୍‌ ସହ ଏକାଠି କାର୍ଯ୍ୟ କରିବା ନିମନ୍ତେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଉପରେ ଚାପ ପଡୁଛି। ବାଇଡେନ୍‌ ରାଷ୍ଟ୍ରପତି ନିର୍ବାଚିତ ବୋଲି ଜେନେରାଲ ସର୍ଭିସେସ୍‌ ଆଡମିନିଷ୍ଟ୍ରେଶନ ଆନୁଷ୍ଠାନିକ ଭାବେ ଘୋଷଣା କରିବେ, ଯେଉଁଠୁ କ୍ଷମତା ହସ୍ତାନ୍ତର ପର୍ବ ଆରମ୍ଭ ହେବ। ତେବେ ଉକ୍ତ ସଂସ୍ଥାରେ ଟ୍ରମ୍ପ୍‌ଙ୍କ ଦ୍ୱାରା ନିଯୁକ୍ତ ଅଧିକାରୀ ଏମିଲି ମୁରଫି ଏପର୍ଯ୍ୟନ୍ତ ପ୍ରକ୍ରିୟା ଆରମ୍ଭ କରିନାହାନ୍ତି। ଏହା ସ୍ପଷ୍ଟ ହେଉ ନ ଥିବାରୁ ରାଷ୍ଟ୍ରପତି ଟ୍ରମ୍ପ୍‌ ସର୍ବସାଧାରଣରେ ବାଇଡେନ୍‌ଙ୍କ ବିଜୟକୁ ସ୍ବୀକୃତି ଦେବାକୁ ରାଜି ନ ଥିବା ନେଇ ପ୍ରଶ୍ନ ଉଠିଛି। କ୍ଷମତା ହସ୍ତାନ୍ତର ପାଇଁ ଥିବା ଉପଦେଷ୍ଟା ବୋର୍ଡ ଟ୍ରମ୍ପ୍‌ଙ୍କୁ ତୁରନ୍ତ ନିର୍ବାଚନ ପରବର୍ତ୍ତୀ ଟ୍ରାଞ୍ଜିଶନ ପ୍ରକ୍ରିୟା ଆରମ୍ଭ କରିବାକୁ ଆହ୍ବାନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରେ ଭାରତକୁ ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୧୦ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣି ଥରେ ଭାରତକୁ ପ୍ରଶଂସା କରିଛନ୍ତି। ସେ ଭାରତର ବୈଦେଶିକ ନୀତିକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି,...

ସିଙ୍ଗାପୁର ଛାଡ଼ି ଏହି ଦେଶରେ ଶରଣ ନେଲେ ଗୋଟବାୟା

କଲମ୍ବୋ,୧୧।୮: ଆଇନଗତ କାରଣରୁ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଏବେ ସିଙ୍ଗାପୁର ଛାଡିବାକୁ ପଡ଼ିଛି। ଏକ ନିର୍ଦ୍ଧିଷ୍ଟ ସମୟ ପରେ ସେ ଦେଶ ଛାଡିଛନ୍ତି...

ଆଫଗାନିସ୍ତାନ ସଙ୍କଟ ଯୋଗୁ ପୁଣି ପୋଲିଓ ଆତଙ୍କ…

ଜେନେଭା,୨୪।୮: ସମ୍ପ୍ରତି ଆଫଗାନିସ୍ତାନରେ ସଙ୍କଟ ବଢ଼ିବାରେ ଲାଗିଛି। ଏହା ଯୋଗୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସମଗ୍ର ପୃଥିବୀରେ ପୋଲିଓ ଆତଙ୍କ ପୁଣି ବଢ଼ିପାରେ ବୋଲି...

ବୋମା ବିସ୍ଫୋରଣରେ ଭାଙ୍ଗିଲା ଜିନ୍ନାଙ୍କ ପ୍ରତିମୂର୍ତ୍ତି…

କରାଚି,୨୭।୯: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ପାକିସ୍ତାନ ପାଇଁ ଏବେ ଏହା ବୁମେରାଂ ପାଲଟିଛି। ଧୀରେଧୀରେ ପାକିସ୍ତାନରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ସ୍ଥାନୀୟ ଗ୍ବାଦରଠାରେ ଥିବା...

ଭୟାବହ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଯୁବକ

ରୋମ,୨୭।୫: ରୋମ ସହରରେ ଥିବା ଏକ ଘରେ ଭିଷଣ ନିଆଁ ଲାଗିଯାଇଥିବାର ଏକ ଭିଡିଓ ସାମ୍‌ନାକୁ ଆସିଛି। ଯେଉଁଥିରେ ଜଣେ ଯୁବକ ନିଜର ଉପସ୍ଥିତି ବୁଦ୍ଧି...

ଓମିକ୍ରନର ଆଉ ୨ ନୂଆ ଲକ୍ଷଣ, ଯାହା କରୋନାଠାରୁ ସମ୍ପୂର୍ଣ୍ଣ ଭିନ୍ନ

ଲଣ୍ଡନ,୩୧ ।୧୦: ସାରା ବିଶ୍ୱ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଏବେ ଏହା ଦ୍ରୁତ ବେଗରେ ବ୍ୟାପୁଥିବାରୁ...

ଇସଲାମାବାଦରେ ୧୪୪ ଧାରା ଜାରି

ଇସଲାମାବାଦ,୩ ।୪: ରବିବାର ପାକିସ୍ତାନ ଭବିଷ୍ୟତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ପାକିସ୍ତାନ ସଂସଦରେ ଦେଶର ବଜିର-ଏ-ଆଜମ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ...

ପାକିସ୍ତାନ ଅନ୍ଧାର, ଭାରତକୁ ଦୋଷ ଦେଲେ ମନ୍ତ୍ରୀ

ଇସଲାମାବାଦ,୧୦।୧: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନରେ ଏକ ‘ନୂତନ ପାକିସ୍ତାନ’ ଗଢିବାକୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲେ। କିନ୍ତୁ ଏବେ ଦେଶ ଆର୍ଥିକ ଦେବାଳିଆ ହେବା...

Advertisement
Archives

Model This Week