ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ।

ପ୍ରକାଶ ଯେ, ଏବେ ପ୍ରାଣୀସମ୍ପଦକୁ ଫାଟୁଆ ରୋଗର ଭୟ ରହିଛି। ଏଥିପାଇଁ ବିଭାଗ ପକ୍ଷରୁ ବ୍ୟାପକ ଜନସଚେତନ କରାଯିବା ସହ ଲୋକଙ୍କୁ ଫାଟୁଆ ରୋଗର କାରଣ ଓ ନିରାକରଣ ସମ୍ପର୍କରେ ଅବଗତ କରାଯାଉଛି। ପ୍ରାଣୀମିତ୍ର, ପ୍ରାଣୀଧନ ନିରୀକ୍ଷକ ଏବଂ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା କ୍ଲିନିକ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରିବା ସହ ଗାଈ, ବଳଦମାନଙ୍କୁ ଫାଟୁଆ ରୋଗ ନ ହେବା ପାଇଁ ପ୍ରତିଷେଧକ ଟିକାକରଣ କରୁଛନ୍ତି। ବ୍ଲକ ଅଞ୍ଚଳରେ ପ୍ରାୟ ୩୭ ହଜାର ଗାଈ, ବଳଦଙ୍କୁ ଏହି ଟିକାକରଣ ହେବାକୁ ରହିଥିବା ବେଳେ ଆସନ୍ତା ୩୧ ସୁଦ୍ଧା ଟିକାକରଣ କାର୍ଯ୍ୟ ଶେଷ ହୋଇଯିବ। ନଭେମ୍ବର ୧୫ରୁ ଏହା ଆରମ୍ଭ କରାଯାଇଛି ଓ ପୁଣି ୬ ମାସ ପରେ ଦିତୀୟ ଥର ପାଇଁ ଏହି ଟିକା ଦିଆଯିବ ବୋଲି ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା କ୍ଲିନିକର ଇନ୍‌ଚାର୍ଜ ଚିକିତ୍ସିକ ଜଗନ୍ନାଥ ଘଡ଼େଇ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି…

ସୋନିଆ-ରାହୁଲଙ୍କ ଉପରେ ଝୁଲୁଛି ଖଣ୍ଡା: ଗୋଟିଏ ଝଟ୍‌କାରେ ହରାଇପାରନ୍ତି ସଦସ୍ୟତା

ନୂଆଦିଲ୍ଲୀ,୧୩।୩: ନେହେରୁ-ଗାନ୍ଧୀ ପରିବାର ଉପରେ ଆଇନଗତ ଖଣ୍ଡା ଝୁଲୁଛି। ଦୁଇଟି ପୃଥକ ମାମଲା ଗୋଟିଏ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏବଂ ଅନ୍ୟଟି ଲକ୍ଷ୍ନୌ ହାଇକୋର୍ଟରେ ଚାଲିଛି।…

ଦଣ୍ଡଯାତ୍ରାରୁ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ପ୍ରତାରଣା କରି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୧୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ପ୍ରେମ କରି ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri