ପୂର୍ବ ସରକାରଙ୍କୁ ଟାର୍ଗେଟ: ନଳ ଥିଲା ଜଳ ନଥିଲା…

ଭୁବନେଶ୍ୱର,୨।୧୨: ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି। ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି। ୨୦୨୪ ଜୁନ ସୁଦ୍ଧା ବିଜେଡି ୩ଟି ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ କରିଥିଲେ। ଆମେ ୧୭ ମାସରେ ୨୨ଟି ପ୍ରକଳ୍ପ ସମ୍ପୂର୍ଣ୍ଣ କରିଛୁ ବୋଲି ମନ୍ତ୍ରୀ ନାଏକ କହିଛନ୍ତି। ବିଜେଡି ୧୬ଟି ସିଭିଲ ପ୍ରୋଜେକ୍ଟ କରିଥିଲା, ଆମେ ୬୬ଟି ସମ୍ପୂର୍ଣ୍ଣ କରିଛୁ। ୩୭୩୩ଟି ସୋଲାର ପ୍ରୋଜେକ୍ଟ ଶେଷ କଲେ, ଆମେ ୨୭୦୨ ପ୍ରୋଜେକ୍ଟ ସାରିଛୁ। ହର ଘର ଜଳ ଯୋଜନାରେ ୬୦୩୨ ପ୍ରୋଜେକ୍ଟ ସାରିଥିଲେ, ଆମେ ୪୭୯୧ କରିଛୁ।୨୮,୩୫୦ ନଳକୂପ ବିଜେଡି କରିଥିଲା।, ଆମେ ୨୨,୯୬୪ଟି କରିଛୁ। ପିଏମ ଗତି ଶକ୍ତିରେ ବିଜେପି ୭୧ ହଜାର କିମି ପାଇପ ଲାଇନ ବିଛାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri