ଟିକେଏମ୍‌ ପକ୍ଷରୁ ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୩୦।୯:ଚଳିତ ମାସ ଆରମ୍ଭରେ ଅର୍ବାନ କ୍ରୁଇଜର ହାଇରାଡରର ଶ୍ରେଷ୍ଠ ଚାରି ଶ୍ରେଣୀର ମୂଲ୍ୟ ଘୋଷଣା କରିବା ପରେ ଦେଶର ପ୍ରମୁଖ ଚାରିଚକିଆ ଯାନ ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନିକଟରେ ମୂଲ୍ୟ ଘୋଷଣା ହୋଇଯାଇଛି। ବିଶେଷକରି କମ୍ପାନୀର ଅର୍ବାନ କ୍ରୁଇଜର ହାଇରାଡରର ଅବଶିଷ୍ଟ ୭ଟି ଗ୍ରେଡ୍‌ର ମୂଲ୍ୟ ସମ୍ପର୍କରେ ଘୋଷଣା କରାଯାଇଛି। ଏହାର ଏକ୍ସ ଶୋ’ରୁମ୍‌ ମୂଲ୍ୟର ଆଧାରରେ ଜି ଏଟି ୨-ଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୫,୫୪,୦୦୦ଟଙ୍କା, ଏସ୍‌ ଏଟି ୨-ଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୩,୪୮,୦୦୦ ଟଙ୍କା, ଭି ଏମ୍‌ଟି ଏଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୭,୧୯,୦୦୦ ଟଙ୍କା, ଭି ଏମ୍‌ଟି ୨-ଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୫,୮୯,୦୦୦ଟଙ୍କା, ଜି ଏମ୍‌ଟି ୨-ଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୪,୩୪,୦୦୦ ଟଙ୍କା, ଏସ୍‌ ଏମ୍‌ଟି ୨-ଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୨,୨୮,୦୦୦ଟଙ୍କା ଏବଂ ଇ ଏମ୍‌ଟି ୨-ଡବ୍ଲ୍ୟୁଡି ନିଓ ଡ୍ରାଇଭ୍‌ର ମୂଲ୍ୟ ୧୦,୪୮,୦୦୦ ଟଙ୍କା ରହିଛି। ଏ ସମ୍ପର୍କରେ ଟିକେଏମ୍‌ର ବିକ୍ରୟ ଏବଂ ଷ୍ଟ୍ରାଟେଜିକ ମାର୍କେଟିଂ ଆସୋସିଏଟ ଉପସଭାପତି ଅତୁଲ ସୁଦ୍‌ କହିଛନ୍ତି, ଟୟୋଟା ଅର୍ବାନ କ୍ରୁଇଜର ହାଇରାଡରର ମୂଲ୍ୟ ଘୋଷଣା କରି ଆନନ୍ଦିତ ଅଛୁ। ଏପରିକି ଏହାର ଆଦର୍ଶ ପ୍ରଦର୍ଶନ ସହ ଶ୍ରେଷ୍ଠ ଇନ୍ଧନ ଦକ୍ଷତା, ସଂଯୁକ୍ତ କାର ବୈଶିଷ୍ଟ୍ୟ ସହିତ ଭାରତରେ ଦ୍ରୁତ ଗତିଶୀଳତାର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ନୂତନ ଅଫର ପ୍ରକୃତରେ ଉତ୍ସାହଜନକ ରହିଛି। ଶୀର୍ଷ ଗ୍ରେଡ୍‌ଗୁଡିକର ପ୍ରାରମ୍ଭିକ ମୂଲ୍ୟ ଘୋଷଣା ଗ୍ରାହକଙ୍କ ଉପରେ ଭଲ ପ୍ରଭାବ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri