Posted inଜାତୀୟ

ଦିଲ୍ଲୀରେ କମିଲା ଚିକେନ ଦାମ୍‌

ନୂଆଦିଲ୍ଲୀ,୧୧।୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏଠାରେ ୧୫ ପାର୍କରେ ୯୧ କାଉ ଏବଂ ୨୭ ବତକଙ୍କର ମୃତ୍ୟୁ ଘଟିଥିଲା। ୮ମୃତ ପକ୍ଷୀଙ୍କ ଠାରେ ବାର୍ଡ ଫ୍ଲୁ ଭୂତାଣୁ ଥିବା ଚିହ୍ନଟ ହୋଇଛି। ଏହାକୁ ନେଇ ରାଜଧାନୀରେ ହାଇ ଆଲର୍ଟ ଜାରି କରାଯାଇଛି। ଦିଲ୍ଲୀ ପଶୁପାଳନ ବିଭାଗ ପକ୍ଷରୁ ସମ୍ପୃକ୍ତ ପାର୍କରେ କଟକଣା ଲଗା ଯାଇଛି। ଦେଶର ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ପୂର୍ବରୁ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହୋଇ ସାରିଛି। ଏସବୁ ରାଜ୍ୟରେ ସରକାରଙ୍କ ପକ୍ଷରୁ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ଚିକେନ ଦାମ କମିବାରେ ଲାଗିଛି। ସପ୍ତାହେ ତଳେ ଚିକେନ ଦାମ କିଲୋ ପିଛା ୧୯୦ରୁ ୨୦୦ ଟଙ୍କା ମଧ୍ୟରେ ଥିବାବେଳେ ଏବେ ଦାମ କମି ୧୧୦ରୁ ୧୨୦ ଟଙ୍କା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri