Posted inଜାତୀୟ

ଦିଲ୍ଲୀରେ କମିଲା ଚିକେନ ଦାମ୍‌

ନୂଆଦିଲ୍ଲୀ,୧୧।୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏଠାରେ ୧୫ ପାର୍କରେ ୯୧ କାଉ ଏବଂ ୨୭ ବତକଙ୍କର ମୃତ୍ୟୁ ଘଟିଥିଲା। ୮ମୃତ ପକ୍ଷୀଙ୍କ ଠାରେ ବାର୍ଡ ଫ୍ଲୁ ଭୂତାଣୁ ଥିବା ଚିହ୍ନଟ ହୋଇଛି। ଏହାକୁ ନେଇ ରାଜଧାନୀରେ ହାଇ ଆଲର୍ଟ ଜାରି କରାଯାଇଛି। ଦିଲ୍ଲୀ ପଶୁପାଳନ ବିଭାଗ ପକ୍ଷରୁ ସମ୍ପୃକ୍ତ ପାର୍କରେ କଟକଣା ଲଗା ଯାଇଛି। ଦେଶର ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ପୂର୍ବରୁ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହୋଇ ସାରିଛି। ଏସବୁ ରାଜ୍ୟରେ ସରକାରଙ୍କ ପକ୍ଷରୁ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ଚିକେନ ଦାମ କମିବାରେ ଲାଗିଛି। ସପ୍ତାହେ ତଳେ ଚିକେନ ଦାମ କିଲୋ ପିଛା ୧୯୦ରୁ ୨୦୦ ଟଙ୍କା ମଧ୍ୟରେ ଥିବାବେଳେ ଏବେ ଦାମ କମି ୧୧୦ରୁ ୧୨୦ ଟଙ୍କା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଲିରେ ଲାଗିଲା ପୋଷ୍ଟର: ଆଦିତ୍ୟ ଭାବି ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ଭାଜପା ଓ ଶିବସେନାଙ୍କ ମେଣ୍ଟକୁ ଏହି ନିର୍ବାଚନରେ ବହୁମତ ମିଳିଛି। ଏହାରି ଭିତରେ...

ବିଶ୍ୱରେ ବଢ଼ିବ ଖାଦ୍ୟ ଆଉ ଗରିବୀ ସମସ୍ୟା

ନୂଆଦିଲ୍ଲୀ,୪ା୩: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗର ପରିବର୍ତ୍ତନ ଯୋଗୁ ବିଶ୍ୱ ଅର୍ଥ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଯଦି ଏହାକୁ ଗମ୍ଭୀର ସହକାରେ ଧ୍ୟାନ ଦିଆ ନ...

ପଢ଼ିବା ପାଇଁ ଏମିତି ପଦକ୍ଷେପ ନେଲେ ଏହି ଗରିବ ଛାତ୍ରୀ, ଜାଣିଲେ କରିବେ ପ୍ରଶଂସା

ମୁମ୍ବାଇ,୨୨ା୮: ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରେ ରହୁଥିବା ଜଣେ ଛାତ୍ରୀ ଗାଁରେ ଇଣ୍ଟରନେଟ୍‌ ସୁବିଧା ନ ଥିବାରୁ ଉତ୍ସର୍ଗୀକୃତ ମନୋଭାବ ଏବଂ ପରିଶ୍ରମ ଯୋଗୁ ସେ ପାହାଡ଼ିଆ...

ଉପମୁଖ୍ୟମନ୍ତ୍ରୀ ପଦ ମାଗିଲା କଂଗ୍ରେସ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ରାଜନୀତି ପୁଣି ଚର୍ଚ୍ଚାରେ। ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ଶନିବାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କହିଛନ୍ତି।...

ଯାତ୍ରୀଙ୍କୁ ଫ୍ରି ଟିକେଟ ବୁକ କରିବାକୁ ଅପଶନ ଦେଲା ସ୍କୁଟ ଏୟାରଲାଇନ୍ସ, ୩୫ ଲୋକଙ୍କୁ ଛାଡି ଉଡିଯାଇଥିଲା ବିମାନ

ଅମୃତସର,୨୧ ।୧: ନିକଟରେ ସ୍କୁଟ ଏୟାରଲାଇନ୍ସର ଏକ ବିମାନ ୩୫ ଜଣ ଯାତ୍ରୀଙ୍କୁ ଛାଡି ଅମୃତସରରୁ ସିଙ୍ଗାପୁର ଅଭିମୁଖେ ଉଡିଯାଇଥିଲା । ଏହି ମାମଲାରେ ବେସାମରିକ...

‘ତାଜମହଲ ଆମ ସମ୍ପତ୍ତି’

ଜୟପୁର,୧୧।୫: ଜୟପୁରର ପୂର୍ବତନ ରାଜ ପରିବାର ସଦସ୍ୟା ଆଗ୍ରାର ତାଜମହଲ ନିଜ ସମ୍ପତ୍ତି ବୋଲି ଦାବି କରିଛନ୍ତି। ଭାରତୀୟ ଜନତା ପାର୍ଟିର ଏମ୍‌ପି ତଥା ଜୟପୁରର...

କନ୍ୟା ସନ୍ତାନ ଜନ୍ମ ହେଲେ ହସ୍ପିଟାଲରେ ମାଗଣା ଚିକିତ୍ସା…

ପୁଣେ,୬।୧୧ : ପୁଣେର ଏକ ହସ୍ପିଟାଲ ’‘ବେଟି ବଚାଓ ମିଶନ’ର ଜୀବନ୍ତ ଉଦାହରଣ ପାଲଟିଛି। କନ୍ୟାଭ୍ରୁଣ ହତ୍ୟା ବିରୋଧରେ ଅଭିଯାନ ଅନ୍ତର୍ଗତ ଏଠାରେ କନ୍ୟା ସନ୍ତାନ...

ପୁଣି ଥରେ ମିଗ୍‌-୨୧ ଯୁଦ୍ଧ ବିମାନ ଉଡାଇବେ ଅଭିନନ୍ଦନ

ନୂଆଦିଲ୍ଲୀ,୧୦।୮: ପାକିସ୍ତାନ ଏଫ୍‌-୧୬ ବିମାନକୁ ଧ୍ୱଂସ କରିଥିବା ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଏବେ ପୁଣି ଥରେ ମିଗ୍‌-୨୧ ଯୁଦ୍ଧ ବିମାନ ଉଡାଇବେ...

Advertisement
Archives

Model This Week