କରୋନା ଟିକା ଦାମ୍‌ କମିଲା…

ନୂଆଦିଲ୍ଲୀ, ୯।୪ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଏବଂ ଭାରତ ବାୟୋଟେକ ପକ୍ଷରୁ କରୋନା ଟିକାର ବୁଷ୍ଟର ଡୋଜର ଦାମ୍‌ ହ୍ରାସ କରିବାକୁ ଘୋଷଣା କରାଯାଇଛି। ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୁନାୱାଲା କହିଛନ୍ତି ଯେ ଘରୋଇ ଡାକ୍ତରଖାନା ପାଇଁ କୋଭିଡଶିଲ୍ଡ ଟିକା ଦାମ୍‌ ୬୦୦ ଟଙ୍କାରୁ ୨୨୫ ଟଙ୍କାକୁ ହ୍ରାସ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୂର୍ବରୁ କୋଭିଶିଲ୍ଡ ଟିକା ଦାମ୍‌ ୬୦୦ ଟଙ୍କା ଧାର୍ଯ୍ୟ କରିଥିବାବେଳେ ଭାରତ ବାୟୋଟର କୋଭାକ୍ସିନ୍‌ ଟିକା ବାମ୍‌ ୧୨୦୦ ଟଙ୍କା ଥିଲା।
ଆଦର ପୁନାୱାଲା ଏହି ବିଷୟରେ ଏକ ଟୁଇଟ କରିଛନ୍ତି, ଆମେ ଖୁସିରେ ଘୋଷଣା କରିଛୁ ଯେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପରେ କୋଭିଶିଲ୍ଡର ଦାମ୍‌ କମାଇବାକୁ ନିଷ୍ପତ୍ତି ହୋଇଛି।

ଏଥି ସହିତ ଭାରତ ବାୟୋଟେକ ମଧ୍ୟ ଏହାର ଟିକା କୋଭାକ୍ସିନ ବୁଷ୍ଟର ଡୋଜର ଦାମ୍‌ ହ୍ରାସ କରିବାକୁ ଘୋଷଣା କରିଛି। କମ୍ପାନୀର ଯୁଗ୍ମ ନିର୍ଦ୍ଦେଶକ ସୁଚିତ୍ରା ଏଲା କହିଛନ୍ତି ଯେ ଆମେ ଘରୋଇ ଡାକ୍ତରଖାନା ପାଇଁ କୋଭାକ୍ସିନ୍‌ ଦାମ୍‌ ୧୨୦୦ ଟଙ୍କାରୁ ୨୨୫ ଟଙ୍କାକୁ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri