ଚାରି ମାସର ଉଚ୍ଚ ସ୍ତରରେ ସୁନା ଦାମ୍; ଇସ୍ରାଏଲ-ହମାସ ଯୁଦ୍ଧ ଏବଂ ଡଲାର ରେଟ୍ ହ୍ରାସର ପ୍ରଭାବ

ନୂଆଦିଲ୍ଲୀ, ୨୦/୧୦: ସୁନା ଏବଂ ରୁପା ଦାମରେ ଶୁକ୍ରବାର ବୃଦ୍ଧି ପରିଲକ୍ଷିତ ହୋଇଛି, ଯେତେବେଳେ କି ଗତ କାଲି ଏଥିରେ ହ୍ରାସ ଦଖିବାକୁ ମିଳିଥିଲା। ଇସ୍ରାଏଲ ହମାସ ୟୁଦ୍ଧ ମଧ୍ୟରେ ୟୁଏସ ଫେଡେରାଲ ରିଜର୍ଭ ସୁଧ ହାର ସମ୍ପର୍କିତ କଠୋର ନିଷ୍ପତି ନେଇପାରେ। ଯାହାର ପ୍ରଭାବ ଡଲାର ରେଟ୍ ଉପରେ ପଡିପାରେ। ବର୍ତ୍ତମାନ ଫେଡେରେଲ ରିଜର୍ଭ ସୁଦ୍ଧା ହାର ଉପରେ ସତର୍କ ନଜର ରଖିବ। ଆଉ ଏହାର ପ୍ରଭାବରେ ଡଲାର ମୂଲ୍ୟ ହ୍ରାସ ବୃଦ୍ଧି ହୋଇପାରେ।

କମୋଡିଟି ବଜାରରେ ଏମସିଏକ୍ସରେ ସୁନା ଗତ ଚାରି ମାସର ଅବଧି ମଧ୍ୟରେ ସର୍ବୋଚ୍ଚ ସ୍ତରରେ ରହିଛି, ସେହିଭଳି ରୁପାର ମୂଲ୍ୟ ମଧ୍ୟ ବହୁତ ବୃଦ୍ଧି ପାଇଛି। ଶୁକ୍ରବାର ସୁନା ଦାମରେ ୦.୪୬ ପ୍ରତିଶତ ଅର୍ଥାତ ୨୭୭ ଟଙ୍କା ବୃଦ୍ଧି ପାଇଛି। ପ୍ରତି ୧୦ ଗ୍ରାମକୁ ୬୦୫୯୫ ଟଙ୍କା ରହିଛି।

ସେହିଭଳି ଶୁକ୍ରବାର ରୁପାର ମୂଲ୍ୟ ବୃଦ୍ଧି ସହିତ କାରବାର ହେଉଛି। ରୁପାର ଦାମ୍ ୦.୪୦ ପ୍ରତିଶତ ଅର୍ଥାତ ୨୮୩ ଟଙ୍କା ବୃଦ୍ଧି ସହିତ ୭୧,୮୯୯ ତାଙ୍କ ପ୍ରତି କେଜି କାରବାର ହେଉଛି। ଖୁଚୁରା ବଜାରରେ ମଧ୍ୟ ସୁନା ଦରରେ ବୃଦ୍ଧି ପାଇଥିଲା ଏବଂ ଏଥିରେ ୮୨୦ ଟଙ୍କା ପର‌୍ୟ୍ୟନ୍ତ ବୃଦ୍ଧି ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri