ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ପହିଲାରୁ ମହଙ୍ଗା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ତେବେ ସିଲିଣ୍ଡର ମୂଲ୍ୟ ୧୦୫ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ ସିଲିଣ୍ଡର ପିଛା ୧୦୫ ଟଙ୍କା ବଢ଼ିଥିବା ବେଳେ କୋଲକାତାରେ ୧୦୮ ଟଙ୍କା ବଢ଼ିଛି । ବର୍ଦ୍ଧିତ ଦର ଲାଗୁ ହେବା ପରେ ଦିଲ୍ଲୀରେ ବ୍ୟବସାୟିକ କ୍ଷେତ୍ରରେ ବ୍ୟବହୃତ ୧୯ କେଜି ସିଲିଣ୍ଡରର ମୂଲ୍ୟ ୨ ହଜାର ପାର କରିଛି । ୫ କେଜିର ବ୍ୟବସାୟିକ ସିଲିଣ୍ଡର ଦାମ୍‌ ମଧ୍ୟ ୨୭ ଟଙ୍କା ବଢ଼ି ୫୬୯ ଟଙ୍କା ହୋଇଛି । ସେହିପରି କୋଲକାତାରେ କମର୍ସିଆଲ ସିଲିଣ୍ଡରର ନୂଆ ଦାମ୍‌ ୨ ହଜାର ୮୯ ଟଙ୍କା ହୋଇଥିବା ବେଳେ ଭୁବନେଶ୍ବରରେ ସିଲିଣ୍ଡର ପିଛା ଦର ୨ ହଜାର ୧୩୦ ଟଙ୍କା ହୋଇଛି । ତେବେ ଘରୋଇ ସିଲିଣ୍ଡର ମୂଲ୍ୟ ପୂର୍ବଭଳି ଅପରିବର୍ତ୍ତିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri