ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ପହିଲାରୁ ମହଙ୍ଗା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ତେବେ ସିଲିଣ୍ଡର ମୂଲ୍ୟ ୧୦୫ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ ସିଲିଣ୍ଡର ପିଛା ୧୦୫ ଟଙ୍କା ବଢ଼ିଥିବା ବେଳେ କୋଲକାତାରେ ୧୦୮ ଟଙ୍କା ବଢ଼ିଛି । ବର୍ଦ୍ଧିତ ଦର ଲାଗୁ ହେବା ପରେ ଦିଲ୍ଲୀରେ ବ୍ୟବସାୟିକ କ୍ଷେତ୍ରରେ ବ୍ୟବହୃତ ୧୯ କେଜି ସିଲିଣ୍ଡରର ମୂଲ୍ୟ ୨ ହଜାର ପାର କରିଛି । ୫ କେଜିର ବ୍ୟବସାୟିକ ସିଲିଣ୍ଡର ଦାମ୍‌ ମଧ୍ୟ ୨୭ ଟଙ୍କା ବଢ଼ି ୫୬୯ ଟଙ୍କା ହୋଇଛି । ସେହିପରି କୋଲକାତାରେ କମର୍ସିଆଲ ସିଲିଣ୍ଡରର ନୂଆ ଦାମ୍‌ ୨ ହଜାର ୮୯ ଟଙ୍କା ହୋଇଥିବା ବେଳେ ଭୁବନେଶ୍ବରରେ ସିଲିଣ୍ଡର ପିଛା ଦର ୨ ହଜାର ୧୩୦ ଟଙ୍କା ହୋଇଛି । ତେବେ ଘରୋଇ ସିଲିଣ୍ଡର ମୂଲ୍ୟ ପୂର୍ବଭଳି ଅପରିବର୍ତ୍ତିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୩ ଦିନ ପରେ ପାଳିତ ହେବ ସ୍ବାଧୀନତା ଦିବସ…

କୋଲକାତା,୧୫।୮: ଭାରତ ସାରା ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ୩ ଦିନ ପରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ...

୬୨ ପ୍ରତିଶତ ଅଭିଭାବକ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅମଙ୍ଗ…

ମୁମ୍ବାଇ, ୨୪।୧ : ସୋମବାରଠାରୁ ମହାରାଷ୍ଟ୍ରରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ଲାଗି ସରକାର ଘୋଷଣା କରିଛନ୍ତି। ଏହା ଦ୍ୱାରା ଏବେ ବିଦ୍ୟାଳୟରେ...

ଶିରିଡ଼ି ବନ୍ଦକୁ ଶିବସେନା ଏମ୍‌ପିଙ୍କ ସମର୍ଥନ

ଶିରିଡ଼ି,୨୦ା୧(ପି.ଟି.): ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ବିବାଦ ପରେ ରବିବାର ମହାରାଷ୍ଟ୍ରର ଶିରିଡ଼ି ସହର ବନ୍ଦ ରହିବା ସହ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ମନ୍ଦିର...

କଳାକାରଙ୍କ ପାଇଁ ସହଯୋଗର ହାତ ବଢାଇଲା କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫ ।୯: କରୋନା ଭାଇରସ ସଂକ୍ରମଣ କାରଣରୁ ଅନେକ ଲୋକଙ୍କୁ ଜୀବନ ଜୀବିକା ହରାଇବାକୁ ପଡିଛି । ଏହି ସଙ୍କଟ ସମୟରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ...

ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୯୦ରେ ପହଞ୍ଚିଲା

ନୂଆଦିଲ୍ଲୀ,୨୫।୫: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଠାରେ ଏବେ କଣ୍ଟେନମେଣ୍ଟ ଜାନ୍‌ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି।...

କରୋନା ପୁଣି ବେକାବୁ

ନୂଆଦିଲ୍ଲୀ,୬।୩: ଭାରତରେ ପୁଣି କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୩୨୭ ଜଣ ନୂଆ ଆକ୍ରାନ୍ତଙ୍କୁ...

ମଣିପୁରରେ କଂଗ୍ରେସ ଆଗୁଆ…

ଇମ୍ଫାଲ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ମଣିପୁରରେ କଂଗ୍ରେସ ଆଗୁଆ ରହିଛି। ୬୦ ଆସନ...

କରୋନା ଟିକାକରଣ: ବ୍ରିଟେନ, ଆମେରିକାକୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୪ ।୨: ସାରା ଦେଶରେ ଜାନୁୟାରୀ ୧୬ରେ କରୋନା ଭାଇରସ ବିରୋଧରେ ଲଢିବାକୁ ଆରମ୍ଭ କରାଗଲା ଟିକାକରଣ କାର୍ଯ୍ୟକ୍ରମ । ଏବେ ମିଳିଥିବା ସୂଚନା ଅନୁଯାୟୀ...

Advertisement
Archives

Model This Week