Posted inଜାତୀୟ

ମାନ ଅଭିମାନ ଶେଷ: ରାଜସ୍ଥାନରୁ ଉଭେଇଲା ରାଜନୈତିକ ଝଡ଼

ଜୟପୁର, ୧୨।୮: ଗତ କିିଛି ଦିନ ଧରି କଂଗ୍ରେସ ଶାସିତ ରାଜସ୍ଥାନ ସରକାରଙ୍କ ଘର କଳିର ଅନ୍ତ ଘଟିଛି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ମାନ ଅଭିମାନ ଶେଷରେ ଦଳର ସ୍ବାର୍ଥ ଆଗରେ ହାର ମାନିଛି। ରାଜସ୍ଥାନ ସରକାରଙ୍କ ଘର କଳି ଦିଲ୍ଲୀ ମୁହାଁ ହେବା ପରେ କଂଗ୍ରେସ ହାଇ କମାଣ୍ଡ ଅତି ଚତୁରତାର ସହିତ ଏହାର ସମାଧାନ କରିଥିଲେ। ବୁଧବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି ଯେ, ସୃଷ୍ଟି ହୋଇଥିବା କନ୍ଦଳର ସମାପ୍ତି ହୋଇଛି। ଏହା ରାଜସ୍ଥାନ ଜନତାଙ୍କ ବିଜୟ। ସରକାରଙ୍କୁ ହଟାଇବାର ଷଡ଼ଯନ୍ତ୍ର ଫସର ଫାଟି ଯାଇଥିବା ସେ କହିଛନ୍ତି। ଏବେ ମୁଖ୍ୟମନ୍ତ୍ରୀ ସମସ୍ତ ବିଧାୟକଙ୍କୁ ଜୟସେଲମେର୍‌ରୁ ଜୟପୁର ଫେରାଇ ଆଣିବାକୁ ଯୋଜନା କରିଛନ୍ତି। ରାଜ୍ୟରେ ଗଣତନ୍ତ୍ରକୁ ଜୀବିତ ରଖିବା କାର୍ଯ୍ୟ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦଳରେ ସୃଷ୍ଟି ହୋଇଥିବା ରାଜନୈତିକ ଝଡ଼ ଉଭେଇଯିବା ପରେ କଂଗ୍ରେସର ଅବୁଝା ଫାଇଟର ପାଇଲଟ ଏବେ ଘର ମୁହାଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri