ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା ମାଷ୍ଟର ଗେମରେ ବରଗଡ଼ର ୨ଭଉଣୀ ଅରୁଣା ଘିବିଲା ଓ ଅନୁପମା ଘିବିଲା ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଅରୁଣା ହାଇ ଜମ୍ପରେ ସ୍ବର୍ଣ୍ଣ ପଦକ ଏବଂ ଲଙ୍ଗ ଜମ୍ପରେ
ରୌପ୍ୟ ପଦକ ପାଇଛନ୍ତି।

ସେହିପରି ତାଙ୍କ ଭଉଣୀ ଅନୁପମା ହାଇ ଜମ୍ପରେ ସ୍ବର୍ଣ୍ଣ ପଦକ, ଟ୍ରିପଲ ଜମ୍ପରେ ରୌପ୍ୟ ପଦକ ଏବଂ ୮୦ ମିଟର ହର୍ଡଲ୍ସ ରେସରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ଖବର ପାଇବା ପରେ ବରଗଡ଼ରେ ଆନନ୍ଦର ଲହରୀ ଖେଳିଯାଇଛି । ବରଗଡ଼ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଉତ୍ତରୋତ୍ତର କାମନା କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?