ଓ୍ବାଗନର୍‌ ମୁଖ୍ୟ ପ୍ରିଗୋଜିନଙ୍କ ମିଳୁନି ପତ୍ତା, ଗାୟବ କରିଦେଲେ କି ପୁଟିନ!

ମସ୍କୋ,୭।୭: ଋଷର ବିଦ୍ରୋହୀ ଏବଂ ଗୃହଭେଦୀ ଓ୍ବାଗନର ଗୋଷ୍ଠୀର ମୁଖ୍ୟ ୟେଭେଗେନି ପ୍ରିଗୋଜିନଙ୍କ ପତ୍ତା ମିଳୁନି। ସେ କେବେଠୁ ବେଲାଋଷ ଛାଡି ସାରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ବେଲଋଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଲୁକାଶେଙ୍କୋ। ସେ କହିଛନ୍ତି, ପ୍ରିଗୋଜିନ ବେଲାଋଷରେ ନାହାନ୍ତି। ସେ ସେଣ୍ଟ ପିଟର୍ସବର୍ଗ କିମ୍ବା ମସ୍କୋରେ ଥିବେ। ତେବେ ଆଶ୍ଚର୍ଯ୍ୟକର କଥା ହେଉଛି ପ୍ରିଗୋଜିନଙ୍କ ଆଶ୍ଚର୍ଯ୍ୟଜନକ ଗାୟବର ରହସ୍ୟ କେହି ବି ଜାଣି ନାହାନ୍ତି। ତାଙ୍କ ନିଖୋଜର ରହସ୍ୟ ପୁଟିନ୍‌ଙ୍କ ଆଡକୁ ଆଙ୍ଗୁଠି ଇସାରା କରୁଛି।

ସୂଚନାମୁତାବକ, ଲୁକାଶେଙ୍କୋଙ୍କ ଅନୁଯାୟୀ ୱାଗନର୍‌ ଗୋଷ୍ଠୀ ବେଲାଋଷକୁ ସ୍ଥାନାନ୍ତରିତ କରିବା ନେଇ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ଫ୍ଲାଇଟ୍‌ ଟ୍ରାକିଂ ତଥ୍ୟ ଅନୁଯାୟୀ ବୁଧବାର ଦିନ ପ୍ରିଗୋଜିନ ଏକ ବ୍ୟବସାୟିକ ବିମାନ ଦ୍ୱାରା ସେଣ୍ଟ ପିଟର୍ସବର୍ଗରୁ ମସ୍କୋ ଅଭିମୁଖେ ଯାତ୍ରା କରିଥିଲେ। ଗୁରୁବାର ବିମାନ ଦକ୍ଷିଣ ରୁଷିଆକୁ ଚାଲିଯାଇଥିଲା। ତେବେ ପ୍ରିଗୋଜିନ ବିମାନରେ ଥିଲେ କି ନଥିଲେ ତାହା ଜଣା ପଡି ନାହିଁ।
ଋଷର ଷ୍ଟେଟ ଟିଭି ମଧ୍ୟ ଏହି ସମୟରେ ଏକ ଭିଡିଓ ପ୍ରସାରଣ କରିଥିଲା ଯେଉଁଥିରେ ଋଷର ଅଧିକାରୀମାନେ ସେଣ୍ଟ ପିଟର୍ସବର୍ଗର ୱାଗନର୍‌ ମୁଖ୍ୟାଳୟ ଏବଂ ପ୍ରିଗୋଜିନଙ୍କ ଘରେ ଖୋଜାଖୋଜି କରୁଥିବା ଦେଖିବାକୁ ମିଳିଥିଲା। ଭିଡିଓରେ ପ୍ରିଗୋଜିନଙ୍କ କାର୍ଯ୍ୟାଳୟରେ ବଣ୍ଡଲ ବଣ୍ଡଲ ରୁବେଲ ଏବଠ ଡଲାର ବାକ୍ସରେ ରଖାଯାଇଥିବା ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ପ୍ରିଗୋଜିନଙ୍କ ବଙ୍ଗଳାରେ ଏକ ହେଲିକପ୍ଟର, ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଥିଲା। କିନ୍ତୁ ପ୍ରିଗୋଜିନଙ୍କ ରହସ୍ୟମୟ ଭାବେ ନିଖୋଜ ହେବା ସନ୍ଦେହଘେରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri