ଓ୍ବାଗନର ମୁଖ୍ୟ ୟେଭେଗେନି ପ୍ରିଗୋଜିନଙ୍କ ଭାଇରାଲ ହେଉଛି ଭିଡିଓ, ପୁଟିନ୍‌ଙ୍କ ବିରୋଧରେ ପୁଣି କରିବେ ବିଦ୍ରୋହ!

ମସ୍କୋ,୨୨।୮:ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଶ୍ୱସ୍ତ ଓ ଓ୍ବାଗନର ଗ୍ରୁପର ସେନା ମୁଖ୍ୟ ୟେଭେଗେନି ପ୍ରିଗୋଜିନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ପିଟିନଙ୍କ ସହ ବିଦ୍ରୋହ ପରେ ଏହା ତାଙ୍କ ପ୍ରଥମ ଭାଇରାଲ ଭିଡିଓ। ଭିଡିଓରେ ସେ କହୁଛନ୍ତି, ବର୍ତ୍ତମାନ ସେ ଆଫ୍ରିକାରେ ଅଛନ୍ତି ଏବଂ ଋଷ ପାଇଁ କାମ କରୁଛନ୍ତି। ତେବେ ଭିଡିଓ ସତ କି ମିଛ ଏପର୍ଯ୍ୟନ୍ତ ଜଣାପଡି ନାହିଁ।

ଏହି ଭିଡିଓଟି ଟେଲିଗ୍ରାମରେ ପୋଷ୍ଟ କରାଯାଇଛି। ଭିଡିଓରେ ପ୍ରିଗୋଜିନ ଏକ ମରୁଭୂମି ଅଞ୍ଚଳରେ ସୈନ୍ୟ ପୋଷାକ ପିନ୍ଧି ବନ୍ଧୁକ ଧରିଥିବାର ନଜର ଆସିଛନ୍ତି। ତାଙ୍କ ପଛରେ ଥିବା ଟ୍ରକରେ ସଶସ୍ତ୍ର ସୈନ୍ୟମାନେ ମଧ୍ୟ ନଜର ଆସିଛନ୍ତି। ସେ ଆଫ୍ରିକାରେ ଇସଲାମୀୟ ଆତଙ୍କବାଦୀ ଏବଂ ଅନ୍ୟ ଅପରାଧୀଙ୍କ ସନ୍ଧାନ କରୁଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୁମଧାମରେ ପାଳନ ହେଉଛି ପବିତ୍ର ରାମ ନବମୀ, ୪ ମିନିଟ ପାଇଁ ରାମ ଲଲାଙ୍କୁ ତିଲକ କରିବେ ସୂର୍ଯ୍ୟଦେବ

ଅଯୋଧ୍ୟା,୨୭।୩: ଅଯୋଧ୍ୟାର ପବିତ୍ର ରାମ ଜନ୍ମଭୂମିରେ ଥିବା ମନ୍ଦିରରେ ରାମ ଜନ୍ମୋତ୍ସବ (ଭଗବାନ ରାମଙ୍କ ଜନ୍ମ ଉତ୍ସବ) ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର, ରାମ ନବମୀର…

ବେଧଡକ ବାଲି ଉଠାଣ: ଆଗକୁ ଘନୀଭୂତ ହେବ ଜଳ ସଙ୍କଟ

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତରେ ପାଇପ ଜଳ ଯୋଗାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ପଠା…

ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର, ପେଟ୍ରୋଲିୟମ ମନ୍ତ୍ରୀ କହିଲେ…..

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହାରି ଭିତରେ କେନ୍ଦ୍ରସରକାରଙ୍କ ବୟାନ ସାମ୍ନାକୁ ଆସିଛି । କେନ୍ଦ୍ର ପେଟ୍ରୋଲିୟମ…

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri