Posted inଜାତୀୟ

ନଭେମ୍ବର ୯ରେ ଖୋଲିବ ସରକାରୀ ସ୍କୁଲ

ନୂଆଦିଲ୍ଲୀ,୭ ।୧୧: ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି ନଭେମ୍ବର ୯ ବୁଧବାରଠାରୁ ପ୍ରାଇମେରୀ ସ୍କୁଲ ଖୋଲି ଦିଆଯିବ । ଏହାସହ ଏହାର ଉପର ଶ୍ରେଣୀର ଓପନ ଆକ୍ଟିଭିଟି ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇ ଦିଆଯିବ । ହେଲେ ପାଇଭେଟ ଡିମୋଲାଇଜେଶନ ଓ ନିର୍ମାଣକାର୍ଯ୍ୟ ବନ୍ଦ ରହିବ । ସେହିପରି ବିଏସ୍‌-୩ ପେଟ୍ରୋଲ ଓ ବିଏସ୍‌-୪ ଡିଜେଲ ଗାଡି ଉପରେ ପ୍ରତିବନ୍ଧକ ଜାରି ରହିବ ।
ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି, ଗତ ଦୁଇ ଦିନ ମଧ୍ୟରେ ଦିଲ୍ଲୀ ଭିତରେ ବାୟୁ ପ୍ରଦୂଷଣ କମ୍ ହେବାରେ ଲାଗିଛି । ଦିଲ୍ଲୀରେ ଲାଗିଥିବା ଫେଜ ୪ ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି । ଟ୍ରକ ପ୍ରବେଶ ଉପରେ ଲାଗିଥିବା ପ୍ରତିବନ୍ଧକକୁ ବି ହଟାଇ ଦିଆଯାଇଛି ।
ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ୱାର୍କ ଫ୍ରମ ହୋମରେ ସଂଶୋଧନ କରାଯାଇ ସୋମବାରଠାରୁ ସମସ୍ତ କାର୍ଯ୍ୟାଳୟରେ ପୁରା କ୍ଷମତା ସହ ଅଫିସ କାମ ଆରମ୍ଭ କରାଯାଇଛି । ହାଇୱେ, ଫ୍ଲାଇଓଭର, ଓଭରବ୍ରିଜ, ପାଇପଲାଇନ ସହ ଜଡିତ ନିର୍ମାଣ କାର୍ଯ୍ୟ ଉପରେ ଲାଗିଥିବା ପ୍ରତିବନ୍ଧକକୁ ବି ହଟାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri