Posted inଜାତୀୟ

ସଂସଦରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ୨୦୦୧ ଆକ୍ରମଣରେ ଶହୀଦଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୩।୧୨: ଆଜି ସଂସଦର ଶୀତକାଳୀନ ଅଧିବେଶନର ଅଷ୍ଟମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସକାଳେ ସଂସଦ ଗୃହରେ ପହଞ୍ଚିଛନ୍ତି। ଏଠାରେ ସେ ସଂସଦ ଉପରେ ୧୩ ଡିସେମ୍ବର ୨୦୦୧ରେ ହୋଇଥିବା ଆକ୍ରମଣରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉପରାଷ୍ଟ୍ରପତି ଜଗଦୀପ ଧନଖର, ଲୋକ ସଭା ବାଚସ୍ପତି ଓମ ର୍ବିଲା ଏବଂ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ଏହି ସମୟରେ ପିଏ ମାମୋଦି ସଂସଦ ଗୃହରେ ହୋଇଥିବା ଆକ୍ରମଣରେ ନିହତ ହୋଇଥିବା ପରିବାରବର୍ଗଙ୍କୁ ଭେଟି ସେମାନଙ୍କୁ ସାନ୍ତ୍ୱନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri