Posted inଜାତୀୟ

ସିଭିଲ ସର୍ଭିସ ଡେ’ର ଉଦ୍‌ଯାପନୀ ଦିବସରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: ୧୬ ତମ ସିଭିଲ ସର୍ଭିସ ଡେ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସର ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି। ସକାଳ ୧୧ଟାରୁ ଦିଲ୍ଲୀର ବିଜ୍ଞାନ ଭବନରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ମଧ୍ୟ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ବର୍ତ୍ତମାନ ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଛନ୍ତି।

ସୂଚନାଯୋଗ୍ୟ, ଦେଶରେ ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ସମସ୍ତ ଅଧିକାରୀଙ୍କ କାର୍ଯ୍ୟ ବିଷୟରେ ଆଲୋଚନା କରିବା ଏବଂ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତିବର୍ଷ ୨୧ଏପ୍ରିଲରେ ସିଭିଲ ସର୍ଭିସ ଡେ ପାଳନ କରାଯାଏ।

ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ରାମପୁରର ଜିଲା ମାଜିଷ୍ଟ୍ରେଟ ରବିନ୍ଦ୍ର କୁମାର ମନ୍ଦର ଏବଂ ମଧ୍ୟ ପ୍ରଦେଶ ଚିତ୍ରକୁଟର ଜିଲା ମାଜିଷ୍ଟ୍ରେଟ ଅଭିଷେକ ଆନନ୍ଦଙ୍କୁ ପ୍ରଶାସନିକ ସେବା କ୍ଷେତ୍ରରେ ନିଜର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସମ୍ମାନିତ କରିବେ। ଏହି ସମ୍ମାନ ପାଇବାରେ ୟୁପି ସବୁଠୁ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri