ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ, କହିଲେ ଖେଳାଳିଙ୍କ ପ୍ରଦର୍ଶନ ନେଇ ଗର୍ବିତ…

ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଦଳ ଫାଇନାଲରୁ ବାହାର ହେବା ସହିତ ଗୋଲ୍ଡ ଏବଂ ସିଲିଭର୍‌ ପଦକ ଆଶା ଧୁଳିସାତ୍‌ ହୋଇଛି। ହକିରେ ଟିମ ଇଣ୍ଡିଆର ପରାଜୟ ପରେ କୋଟି କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗି ଯାଇଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖେଳାଳିଙ୍କ ମନୋବଳ ବଢ଼ାଇବା ଲାଗି ଟୁଇଟ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଖେଳାଳିଙ୍କ ପ୍ରଦର୍ଶନ ନେଇ ଦେଶ ଗର୍ବିତ। ହାର୍‌ ଜିତ୍‌ ଜୀବନରେ ଲାଗି ରହିଛି। ଖେଳାଳି ଭଲ ପ୍ରଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ପୁରୁଷ ହକି ଦଳ ଟୋକିଓ ଅଲିମ୍ପିକର ସେମିଫାଇନାଲ ମ୍ୟାଚରେ ବେଲଜିୟମ ବିପକ୍ଷରେ ୨-୫ରେ ପରାଜିତ ହୋଇଛି। ତେବେ ଭାରତୀୟ ଦଳ ବର୍ତ୍ତମାନ ବ୍ରୋଞ୍ଜ ପଦକ ପାଇଁ ଖେଳିବ। କୋଟି କୋଟି ଭାରତୀୟଙ୍କ ଆଖି ଏବେ ମହିଳା ହକି ଦଳ ଉପରେ ରହିଛି। ଭାରତୀୟ ମହିଳା ହକି ଦଳ ସେମିଫାଇନାଲ ଖେଳିବ। ଦଳର ପଦକ ଜିତିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri