ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦: ଚାଇନାରେ ଅନୁଷ୍ଠିତ ହେଉଥିବା ଏସିଆନ୍‌ ଗେମ୍ସରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା। ସେ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ସେ ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର ୮୭.୫୪ ମିଟର ଦୂରତାକୁ ଜାଭେଲିନ୍‌ ଫିଙ୍ଗି ରେକର୍ଡ କରିଛନ୍ତି।

Day 7 - World Athletics Championships Budapest 2023

ତାଙ୍କର ଏହି ଅପୂର୍ବ ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କିଶୋରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ କିଶୋରଙ୍କୁ ରାଜ୍ୟ ଏବଂ ଦେଶର ବିଭିନ୍ନ ସ୍ଥାନରୁ ଶୁଭେଚ୍ଛାର ସୁଅ ଛୁଟିଛି।

 

ସୂଚନାଯୋଗ୍ୟ, କିଶୋରଙ୍କ ଘର ପୁରୀ ଜିଲାର କୋଠାସାହିରେ ହୋଇଥିବା ବେଳେ ତାଙ୍କ ବାପା ଜଣେ କୃଷକ। କିଶୋର ୬ ଭଉଣୀରେ ଗୋଟିଏ ଭାଇ। ୬ ସେପ୍ଟେମ୍ବର ୧୯୯୫ରେ ଜନ୍ମଗ୍ରହଣ କରିଥିବା କିଶୋର ଜାଭେଲିନ ଥ୍ରୋରେ ସାରା ବିଶ୍ୱରେ ଟ୍ରାକ୍‌ ଏବଂ ଫିଲ୍ଡ ଇଭେଣ୍ଟରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ଜାଭେଲିନ ଥ୍ରୋ କିଶୋରଙ୍କ ପ୍ରଥମ ପସନ୍ଦ ଥିଲା। ଯେହେତୁ ସେ ଭଲିବଲ ଅନୁସରଣ କରିଥିଲେ, ତାଙ୍କ ପ୍ରଶିକ୍ଷକ ଜାଭେଲିନ ଥ୍ରୋରେ ତାଙ୍କର ସମ୍ଭାବନା ଥିବାରୁ ସେ ତାଙ୍କୁ ଏଥିରେ ଉତ୍ସାହିତ କରିଥିଲେ। ସେହିଦିନଠାରୁ କିଶୋର ଜାଭେଲିନ୍‌ରେ ପାରଦର୍ଶିତା ଦେଖାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଗୁଜରାଟକୁ ଶକ୍ତ ଧକ୍କା: ଆର୍‌ସିବିର ଦମ୍‌ଦାର ବିଜୟ

ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri