Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖିଲଜୀଙ୍କ ସହ ତୁଳନା କଲେ କେସିଆରଙ୍କ ପୁଅ

ନୂଆଦିଲ୍ଲୀ,୧୫ା୩: ଦିଲ୍ଲୀରେ କଥିତ ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଶୁକ୍ରବାର ଭାରତ ରାଷ୍ଟ୍ର ସମିତି(କେସିଆର) ଙ୍କ ଝିଅ କେ କବିତା କୁମାରୀଙ୍କୁ ଗିରଫ କରିଛି। ଇଡି ଶୁକ୍ରବାର ହାଇଦ୍ରାବାଦରେ ତାଙ୍କ ଘରେ ଖୋଜାଖୋଜି କରିଥିଲା, ପରେ ତାଙ୍କୁ ଗିରଫ କରିଥିଲା। ସୂଚନା ଅନୁଯାୟୀ ଦୁଇ ଥର ସମାନ କରାଯିବା ସତ୍ୱେ କବିତା ପଚରାଉଚରାକୁ ଆସୁ ନଥିଲେ, ତେଣୁ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ତେବେ କାର୍ଯ୍ୟାନୁଷ୍ଠାନ ପାଇଁ ଇଭି କବିତାଙ୍କ ଘରେ ପହଞ୍ଚିଲା, ସେତେବେଳେ ଇଡି ଅଧିକାରୀମାନେ ତାଙ୍କ ଭାଇ କେ.ଟି.ଆର.ଙ୍କ ସହ ଯୁକ୍ତିତର୍କ କରିଥିଲେ। ବିଆରଏସ ଏମଏଲସି କବିତାଙ୍କ ବାସଭବନ ଭିତରୁ ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏହି ଭିଡିଓରେ ଇଡି ଏବଂ ବିଆରଏସ ନେତା କେଟିଆର ରାଓଙ୍କ ମଧ୍ୟରେ ତୀବ୍ର ଯୁକ୍ତିତର୍କ ଚାଲିଥିବାର ଦେଖାଯାଇଛି। ଏହି ଭିଡିଓ ଅନୁଯାୟୀ, କେ.ଟି ରାମ ରାୟ ଏବଂ ଆଇଆରଏସ ଭାନୁ ପ୍ରିୟାଙ୍କ ମଧ୍ୟରେ ଯୁକ୍ତିତର୍କ ଦେଖିବାକୁ ମିଳୁଛି।

ଏହି ଘଟଣା ପରେ କେତିଆରଙ୍କ ଦଳ ଦ୍ୱାରା ଏକ ବାର୍ତ୍ତା ଜାରି କରାଯାଇଛି। ଏଥିରେ କେ. କବିତା ଏବଂ ପରିବାର ସଦସ୍ୟ କହିଛନ୍ତି ଯେ ସେମାନେ ଇଡି ଅଧିକାରୀଙ୍କ ସହ ସମ୍ପୂର୍ଣ୍ଣ ସହଯୋଗ କରିବେ। ଦଳର ନେତାମାନେ କହିଛନ୍ତି ଯେ ସେମାନେ ଇଡି ଦ୍ୱାରା ବେଆଇନ ଗିରଫଦାରୀକୁ ଆଇନଗତ ଏବଂ ଶାନ୍ତିପୂର୍ଣ୍ଣ ତଥା ଗଣତାନ୍ତ୍ରିକ ଢଙ୍ଗରେ ମୁକାବିଲା କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri