Posted inଜାତୀୟ

ବିକ୍ରମ ଗୋଖଲେଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୬ା୧୧: ଭେଟେରାନ ଅଭିନେତା ବିକ୍ରମ ଗୋଖଲେଙ୍କ ଶନିବାର ଦେହାନ୍ତ ହୋଇଛି। ୭୭ ବର୍ଷୀୟ ଅଭିନେତା ପୁଣେର ଦୀନନାଥ ମଙ୍ଗେସକର ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ ଝିଅ ସ୍ପଷ୍ଟ କରିଛନ୍ତି। ସେ ସୂଚନା ଦେଇ କହିଛନ୍ତି, ଏହା ନିଶ୍ଚିତ ଯେ, ବିକ୍ରମ ଗୋଖଲେଙ୍କ ଆଜି ଅପରାହ୍ନରେ ଦେହାନ୍ତ ହୋଇଛି। ଏହି କଠିନ ସମୟରେ ଆମେ ସମସ୍ତଙ୍କୁ ଶୁଭେଚ୍ଛା, ସମର୍ଥନ ଏବଂ ପ୍ରାର୍ଥନା ପାଇଁ ଧନ୍ୟବାଦ ଦେବାକୁ ଚାହୁଁଛୁ। ଅଭିନେତାଙ୍କ ମୃତଦେହକୁ ବାଲ୍‌ ଗନ୍ଧର୍ବ ରଙ୍ଗ ମନ୍ଦିରକୁ ନିଆଯିବ ଏବଂ ସେଠାରେ ଶେଷକୃତ୍ୟ କରାଯିବ। ଅଭିନେତାଙ୍କ ଦେହାନ୍ତ ଖବର ଆସିବା ପରଠାରୁ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍‌ କରି ଅଭିନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ବିକ୍ରମ ଗୋଖଲେ ଜୀ ଜଣେ ସୃଜନଶୀଳ ଏବଂ ବହୁମୁଖୀ ଅଭିନେତା ଥିଲେ। ତାଙ୍କର ଦୀର୍ଘ ଅଭିନୟ କ୍ୟାରିୟରରେ ଅନେକ ଆକର୍ଷଣୀୟ ଭୂମିକା ପାଇଁ ତାଙ୍କୁ ସ୍ମରଣ କରାଯିବ। ତାଙ୍କ ଦେହାନ୍ତରେ ମୁଁ ଦୁଃଖିତ। ତାଙ୍କ ପରିବାର, ବନ୍ଧୁ ଏବଂ ପ୍ରଶଂସକଙ୍କ ପ୍ରତି ସମବେଦନା ଜଣାଉଛି। ଶାନ୍ତି ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri