Posted inଜାତୀୟ

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ା୪: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ। ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି। ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri