Posted inଜାତୀୟ

ସୁଖବିନ୍ଦର ସିଂ ସୁଖୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶିମ୍‌ଲା,୧୧।୧୨: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସୁଖବିନ୍ଦର ସିଂ ସୁଖୁ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି ସୁଖବିନ୍ଦର ସିଂ ସୁଖୁଙ୍କୁ ଅନେକ ଅଭିନନ୍ଦନ। ମୁଁ ହିମାଚଳ ପ୍ରଦେଶର ବିକାଶ ପାଇଁ କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହଯୋଗକୁ ନିଶ୍ଚିତ କରୁଛି।
ନିକଟରେ ଶେଷ ହୋଇଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ୬୮ଟି ସିଟ ମଧ୍ୟରୁ ୪୦ଟି ଜିତି ବହୁମତ ହାସଲ କରିଛି। ସ୍ବାଧୀନ ପ୍ରାର୍ଥୀମାନେ ୩ଟି ଆସନ ଜିତିଥିବା ବେଳେ ଭାଜପା ୨୫ଟି ଆସନ ଜିତିଛି। ରବିବାର ହିମାଚଳ ରାଜ୍ୟପାଳ ଆର.ଭି ଆର୍ଲେକର ସୁଖବିନ୍ଦର ସିଂ ସୁଖୁଙ୍କୁ ମୁଖ୍ୟମନ୍ତ୍ରୀ ଏବଂ ମୁକେଶ ଅଗ୍ନିହୋତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ।
ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ, କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri