Posted inଜାତୀୟ

ଦେଶବାସୀଙ୍କୁ ୭୪ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୧ : ଦେଶ ଗୁରୁବାର ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ଏଥର ଏହି ଉତ୍ସବ ମଧ୍ୟ ବିଶେଷ କାରଣ ଆମେ ସ୍ବାଧୀନତାର ଅମୃତ ମହୋତ୍ସବ ସମୟରେ ଏହାକୁ ପାଳନ କରୁଛୁ। ଦେଶର ମହାନ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଆମେ ମିଳିତ ଭାବରେ ଆଗକୁ ବଢ଼ିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...

ଏହି ରାଜ୍ୟରେ ୫୫ ହଜାରରୁ ଅଧିକ ମହିଳାମଦ୍ୟପ…

ପାଟନା,୨୧।୩: ଦେଶରେ ନିଶାମୁକ୍ତି ଅଭିଯାନ ଜାରି ରହିଛି। ତେବେ କେତେକ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଏହି ଅଭିଯାନକୁ ଆଶା ଅନୁସାରେ ସଫଳତା ମିଳି ପାରିନାହିଁ। ସେଭଳି...

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା...

ଶତକ ହାସଲ ପରେ ମନ୍ତ୍ରୀଙ୍କ ରୋମାଣ୍ଟିକ୍‌ ଚିଠି ଭାଇରାଲ୍‌

କୋଲକତା,୧୬।୬: ରଣଜୀ ଟ୍ରଫିରେ ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଆଲୁର (କର୍ନାଟକ)ରେ ମଧ୍ୟପ୍ରଦେଶ ବିପକ୍ଷ ସେମିଫାଇନାଲ ମ୍ୟାଚରେ ମନୋଜ ତିୱାରୀ...

ଥମୁନି ଦାଦନ ଯାତନା

ଠାଣେ/ଗାଜିଆବାଦ,୧୯ା୫: କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଅବଧି ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଯାତନାର ଅନ୍ତ ହେଉନାହିଁ। କାମଧନ୍ଦା ହରାଇ ଭୋକ ଉପାସରେ ଦୀର୍ଘଦିନ ବିତାଇବା ପରେ...

୯୩ ବର୍ଷରେ ଆଡଭାନୀ: ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୮ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀ ୯୩ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ...

ପାର୍ଲାମେଣ୍ଟରେ ସୂଚନା ଦେଲେ ପ୍ରତିରକ୍ଷାମନ୍ତ୍ରୀ, କେବଳ ଗ୍ରୁପ୍‌ କ୍ୟାପଟେନ୍‌ ଜୀବିତ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପାର୍ଲାମେଣ୍ଟରେ ସୂଚନା ଦେଇଛନ୍ତି। ଏହି ଘଟଣାରେ ସିଡିଏସ ଜେନେରାଲ ବିପିନ ରାୱତ ଏବଂ...

ମୃତ୍ୟୁବି ଏମାନଙ୍କୁ କରିପାରିଲାନି ଅଲଗା

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଆଉ...

Advertisement
Archives

Model This Week