Posted inଜାତୀୟ

ପ୍ରଧାନମନ୍ତ୍ରୀ ପ୍ରଥମେ ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ ବହିଷ୍କାର କରନ୍ତୁ: ଖାର୍ଗେ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ମଣିପୁରରେ ୫୦ ଦିନରୁ ଊର୍ଦ୍ଧ୍ୱ ହେଲା ହିଂସାକାଣ୍ଡ ଲାଗିରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ପ୍ରଶ୍ନ ଉଠାଇଛନ୍ତି। ଯଦି ପ୍ରଧାନମନ୍ତ୍ରୀ ଉକ୍ତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପାଇଁ ବାସ୍ତବରେ ଚିନ୍ତିତ ଥାଆନ୍ତି, ତେବେ ପ୍ରଥମେ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ ସିଂଙ୍କୁ ବହିଷ୍କାର କରନ୍ତୁ ବୋଲି ଖାର୍ଗେ କହିଛନ୍ତି। ମଣିପୁର ସ୍ଥିତିକୁ ପରିଚାଳନା କରିବାରେ ସରକାର ବିଫଳ ହୋଇଛନ୍ତି। ଭାଜପା ସରକାରଙ୍କ କୌଣସି ପ୍ରଚାର ଉକ୍ତ ବିଫଳତାକୁ ଘୋଡ଼ାଇପାରିବ ନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ପ୍ରଧାନମନ୍ତ୍ରୀଙ୍କୁ ମଣିପୁର ସ୍ଥିତି ସମ୍ପର୍କରେ ଅବଗତ କରାଇଥିବା ଖବର ପ୍ରକାଶ ପାଇଛି। ୫୫ ଦିନ ହେଲା ମୋଦି ମଣିପୁର ସମ୍ପର୍କରେ ଗୋଟିଏ ହେଲେ ଶବ୍ଦ କହିନାହାନ୍ତି। ପ୍ରତ୍ୟେକ ଭାରତୀୟ ତାଙ୍କ ଉତ୍ତରକୁ ଅପେକ୍ଷା କରିଥିବା ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri