ଥାଇଲାଣ୍ଡରେ ପ୍ରଧାନମନ୍ତ୍ରୀରେ ପ୍ରଧାନମନ୍ତ୍ରୀ ନିର୍ବାଚନ: ପ୍ରାର୍ଥୀ ପିଟାଙ୍କ ପାଇଁ ଘଡିସନ୍ଧି ମୂହୁର୍ତ୍ତ

ବ୍ୟାଙ୍ଗକକ୍‌,୧୩।୭: ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ପିଟା ଲିମଜାରୋଏନ୍ରାଟ ଆଜି ତାଙ୍କ ରାଜନୀତିର ଏକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ଦେବାକୁ ଯାଉଛନ୍ତି। ଗୁରୁବାର ସଂସଦରେ ପ୍ରଧାନମନ୍ତ୍ରୀ ପଦ ପାଇଁ ଭୋଟିଂ କରାଯାଉଛି। ଯାହାକୁ ନେଇ ଥାଇଲାଣ୍ଡରେ ପ୍ରଧାନମନ୍ତ୍ରୀର ଆଗାମୀ ଜାତୀୟ ମୁଖ୍ୟ ସେ କି ଆଉ ଜଣେ ହେବେ ତାହା ନିର୍ଣ୍ଣୟ ହେବ।
ଏହି ନିର୍ବାଚନରେ ୪୨ ବର୍ଷୀୟ ପିଟା ଏକମାତ୍ର ପ୍ରାର୍ଥୀ ଥିଲେ। କିନ୍ତୁ ତାଙ୍କୁ ୭୪୯ ସଦସ୍ୟ ବିଶିଷ୍ଟ ଦ୍ୱିସଦନୀୟ ସଂସଦର ଅର୍ଦ୍ଧେକରୁ ଅଧିକ ସମର୍ଥନ ପାଇବାକୁ ପଡିବ। ପିଟା ଆଠଟି ଦଳ ସହ ମେଣ୍ଟ ସରକାର ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri