Posted inଜାତୀୟ

କୁଲୁ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

କୁଲୁ,୨୬।୯: ହିମାଚଳ ପ୍ରଦେଶର କୁଲୁରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୩ଜଣ ଆଇଆଇଟି ଛାତ୍ରଙ୍କ ସମେତ ୭ଜଣ ପର୍ଯ୍ୟଟକଙ୍କ ମତ୍ୟୁ ଘଟିଛି। ଅନ୍ୟ ୧୦ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏହା ସହିତ ଆହତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ କହିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

ସୂଚନା ମୁତାବକ, କୁଲୁର ବଞ୍ଜାର ଉପତ୍ୟକାର ଘିଆଗି ଅଞ୍ଚଳରୁ ଏକ ଟେମ୍ପୋରେ ୧୭ ଜଣ ପର୍ଯ୍ୟଟନଙ୍କୁ ଧରି ଶିଖରରୁ ଓହ୍ଲାଇଉଥିବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସ୍ଥାନୀୟ ଭାଜପା ବିଧାୟକ ସୁରେନ୍ଦ୍ର ଶୈଳୀ ଫେସବୁକ ଲାଇଭରେ ଦୁର୍ଘଟଣା ସମ୍ପର୍କରେ ପ୍ରଥମେ ସୂଚନା ଦେଇଥିଲେ। ଉକ୍ତ ଟେମ୍ପୋରେ ରାଜସ୍ଥାନ, ମଧ୍ୟପ୍ରଦେଶ, ହରିୟାଣା ଓ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟର ପର୍ଯ୍ୟଟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜୀବ ଗାନ୍ଧୀ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୯।୩:ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ଏଜି ପେରାରିଭାଲାନଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ଅଦାଲତଙ୍କ ଏହି ନିଷ୍ପତ୍ତିକୁ କେନ୍ଦ୍ର ସରକାର...

ଏସ୍‌ଏଫ୍‌ଜେ ଓ୍ବେବସାଇଟ୍‌କୁ ବ୍ଲକ କଲେ ସରକାର

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ସିଙ୍ଗୁ ସୀମାରେ ଆନ୍ଦୋଳନ କରୁଥିତ୍ବା ଶିଖ ଯୁବକଙ୍କୁ ଦେଶର ୭୨ତମ ସାଧାରଣତନ୍ତ୍ର ଦିବସରେ ଇଣ୍ଡିଆ ଗେଟ୍‌ରେ ଖଲିସ୍ତାନ ପତାକା ଉଡାଇବାକୁ ଆହ୍ବାନ ଦେଇଥିଲା...

‘ଟେକ୍‌ ଫଗ୍‌’ ଗୁପ୍ତ ଆପ୍‌ ବ୍ୟବହାର କରୁଛି ଭାଜପା’

ନୂଆଦିଲ୍ଲୀ,୮ା୧: ଭାଜପା ଆଇଟି ସେଲ୍‌ ଟେଣ୍ଡ୍‌ସରେ ଜାଲିଆତି କରି କେତେକ ଅଚଳ ହ୍ବାଟ୍ସଆପ୍‌ ଆକାଉଣ୍ଟ ଜରିଆରେ ମେସେଜ ପଠାଉଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇବା...

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ...

ଏନ୍‌କାଉଣ୍ଟରରେ ୬ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଟାର୍ଗେଟ କିଲିଂ ବିରୋଧରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ ଅଲଆଉଟ୍‌ରେ ବଡ଼ ସଫଳତା ମିଳିଛି। ରାଜୌରୀର ଜଙ୍ଗଲରେ ସର୍ଚ୍ଚ...

ମଧ୍ୟପ୍ରଦେଶରେ ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ୍‌

ନୂଆଦିଲ୍ଲୀ, ୨୩ା୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ପରେ ଏହି ଦଳ ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ମଧ୍ୟପ୍ରଦେଶ...

ତାମିଲନାଡୁ ବିଧାନସଭା ନିର୍ବାଚନରେ ନୂଆ ମେଣ୍ଟର ଏଣ୍ଟ୍ରି

ଚେନ୍ନାଇ, ୮।୩ : ଆଗାମୀ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏନ୍‌ଡିଏ ଓ ୟୁପିଏ ସହ ପ୍ରତିଦ୍ୱନ୍ଦ୍ୱିତା କରିବ ଆଉ ଏକ ମେଣ୍ଟ। ଆସନ୍ତା ମାସରେ ହେବାକୁ...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪ା୧: ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା...

Advertisement
Archives

Model This Week