Posted inଜାତୀୟ

ମୁମ୍ବାଇ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ କେତେକ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସେହିପରି ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସଫଳତା: ଉହାନରେ କରୋନା ସଂକ୍ରମଣ କରିଥିବା ଭୂତାଣୁର ମିଳିଲା ସନ୍ଧାନ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ...

ଅମିରଙ୍କ ବିଫଳତାରେ ଖୁସି ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୨।୮: ବଲିଉଡ ସୁପରଷ୍ଟାର ଅମିର ଖାନଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ମୁକ୍ତିଲାଭ କରିଛନ୍ତି। କିଛି ଦିନ ହେବ ଫିଲ୍ମକୁ ବଏକଟ ନେଇ ସୋସିଆଲ ମିଡିଆରେ...

କଂଗ୍ରେସର ନୂଆ ରଣନୀତି: ବିଧାନସଭା ନିର୍ବାଚନ ପ୍ରଚାରରେ ସାମିଲ ହେବେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୩: ଆଗକୁ ଆସାମ, କେରଳ, ତାମିଲନାଡୁ, ପଶ୍ଚିମବଙ୍ଗ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ହେବାକୁୂ ଯାଉଛି। କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସେଠାରେ...

ଏମ୍ସରେ ଅମିତ ଶାହା

ନୂଆଦିଲ୍ଲୀ,୧୮।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। କରୋନାରୁ ସୁସ୍ଥ ହେବା...

ଭାରତରୁ ବିମାନ ବାତିଲ କଲା ଏହି ଦେଶ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ବର୍ତ୍ତମାନ ଚିନ୍ତା ବଢ଼ାଇଛି। ଏଭଳିସ୍ଥତିରେ ଭାରତରୁ ଯାଉଥିବା ସବୁ ଫ୍ଲାଇଟକୁ କାନାଡା ବାତିଲ କରିଦେଇଛି। କାନାଡା ଭାରତ ଉପରେ ୩୦ ଦିନର...

ଶୋଷ ମେଣ୍ଟିବାକୁ ପାଣି ନାହିଁ, ଆତ୍ମହତ୍ୟା ପାଇଁ ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ଗୁହାରିକଲେ ପରିବାର

ଲକ୍ଷ୍ନୌ, ୧୭।୬: ସାରା ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ବିହାରରେ ଅଂଶୁଘାତରେ ୭୩ ଜଣଙ୍କ ପ୍ରାଣ ଗଲାଣି। ବିଭିନ୍ନ ସ୍ଥାନରେ ପାଣି ସମସ୍ୟା ଦେଖାଦେଇଛି।...

ଶ୍ମଶାନ ଘାଟରେ ହଙ୍ଗାମା: ମୃତଦେହ ଅଦଳବଦଳ ପଡ଼ିଲା ଜଣା

ଲକ୍ଷ୍ନୌ, ୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ କେତେକ ହସ୍ପିଟାଲରେ ଅବହେଳା ପ୍ରଦର୍ଶନ କରାଯାଉଥିବା ଘଟଣା ନେଇ ଅଭିଯୋଗ କରାଯାଉଛି। ଉତ୍ତରପ୍ରଦେଶ ଫରିଦାବାଦ୍‌ରେ...

ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପିଲା, ୪ ମାସର ଶିଶୁ ଅକ୍ସିଜେନ ସପୋର୍ଟରେ

ନୂଆଦିଲ୍ଲୀ,୨୨ ।୪: ପୁଣିଥରେ ଡରାଇଲାଣି କରୋନା ମହାମାରୀ । ଗୋଟିଏ ମାସ ପୂର୍ବରୁ ସଂକ୍ରମିଙ୍କ ସଂଖ୍ୟା ଦୁଇ ଅଙ୍କରେ ସିମିତ ଥିବା ବେଳେ ଏବେ ଏହା...

Advertisement
Archives

Model This Week