‘ଭାରତ ବର୍ଜନ’ ପ୍ରଚାରକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ ହାସିନା

ଢାକା,୧ା୪: ଶେଖ୍‌ ହାସିନା ପୁନର୍ବାର ବାଂଲାଦେଶ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ଅନ୍‌ଲାଇନରେ ଭାରତ ବିରୋଧୀ ମାନସିକତା ବଢ଼ିଛି। ସେଠାରେ ଭାରତୀୟ ସାମଗ୍ରୀ ବର୍ଜନ ଲାଗି ପ୍ରଚାର ଜୋର୍‌ ଧରିଥିବାବେଳେ କେତେଜଣ ବିରୋଧୀ ନେତା ଏହାକୁ ସମର୍ଥନ କରୁଛନ୍ତି। ପ୍ରଧାନମନ୍ତ୍ରୀ ହାସିନା ଏଭଳି ଭାରତ ବିରୋଧୀ ପ୍ରଚାରକୁ ବିରୋଧ କରିଛନ୍ତି। ଅନ୍ୟପକ୍ଷରେ ହାସିନା ଏବଂ ତାଙ୍କ ଦଳ ଆଓ୍ବାମୀ ଲିଗ୍‌ ସବୁଠୁ ବଡ଼ ଭାରତୀୟ ଉତ୍ପାଦ ବୋଲି ବିରୋଧୀ ନେତାମାନେ ଅଭିଯୋଗ କରିଛନ୍ତି।

ଭାରତ ସହ ହାସିନାଙ୍କ ଘନିଷ୍ଠତା ରହିଛି। ସେ କ୍ରମାଗତ ଚତୁର୍ଥ ଥର ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ବିରୋଧୀ ନେତାମାନେ ଭାରତ ବିରୋଧୀ ମାନସିକତାର ପ୍ରସାର କରାଇବାକୁ ଉଦ୍ୟମ ଚଳାଇଛନ୍ତି। କିଛି ମାସର ନୀରବତା ପରେ ହାସିନା ବିରୋଧୀଙ୍କୁ ମୁକାବିଲା କରିବା ଲାଗି ବାହାରିଛନ୍ତି। ସେ ବିରୋଧୀଙ୍କୁ ସମାଲୋଚନା କରିବା ସହ ଭାରତୀୟ ଶାଢ଼ିକୁ ଭଲ ପାଆନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri