ଭିଡିଓ କନ୍‌ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ବେଗୁନା ଖମଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଯୋଗ ଦେଇ ଏହି ସ୍କୁଲ ପ୍ରତିଷ୍ଠା କରି ପ୍ରଧାନମନ୍ତ୍ରୀ ମୋଦି ଆଦିବାସୀଙ୍କ ଚରିତ୍ର ଗଠନ କରିବା ଲକ୍ଷ୍ୟରେ ସ୍ଥାପିତ କରିଛନ୍ତି। ବରେଣ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ବ୍ଲକ ଉପାଧ୍ୟକ୍ଷା ବୀଣାପାଣି ନାୟକ, ଜିଲା ମଙ୍ଗଳ ଅଧିକାରୀ ପ୍ରବୀର ଦେଓ, ପାଟଣା ବିଡିଓ ଶିବଶଙ୍କର ମୁର୍ମୁ, ଏକଲବ୍ୟ ମଡେଲ ରେସିଡେଣ୍ଟାଲ ସ୍କୁଲର ପ୍ରିନ୍ସପାଲ ମୁକେଶ କୁମାର ଶର୍ମା ପ୍ରମୁଖ ସାମିଲ ହୋଇ ଏହି ବିଦ୍ୟାଳୟ ଜନଜାତି ଛାତ୍ରୀଛାତ୍ରଙ୍କ ସର୍ବାଙ୍ଗୀନ ଉନ୍ନତି କରିବାରେ ସହାୟକ ହେବ ବୋଲି କହିଥିଲେ।
ସୂଚନା ଯେ, ଉକ୍ତ ବିଦ୍ୟାଳୟଟି ୧୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଚଳିତ ଶିକ୍ଷାବର୍ଷ ଷଷ୍ଠ ଶ୍ରେଣୀରୁ ଶିକ୍ଷା ଆରମ୍ଭ ହୋଇ ଦ୍ୱାଦଶ ପର୍ଯ୍ୟନ୍ତ ଶିକ୍ଷାଦାନ କରିବାର ବ୍ୟବସ୍ଥା ରହିଛି। ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ସିବିଏସ୍‌ଇ କୋର୍ସରେ ପାଠ ପଢ଼ାଇବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri