କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର କୁମାର ପାଟ୍ଟଯୋଶୀ ଯୋଗଦେଇ ଥିଲେ। ବିଶିଷ୍ଟ ଅତିଥି ଭାବେ ସମ୍ବଲପୁର ରେଳଓ୍ବେ ଡିଭିଜନର ଏଡିଆର୍‌ଏମ୍‌ ମଞ୍ଜିତ କୁମାର ସାନସନଓ୍ବାଲ, କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ,ପଦ୍ମଶ୍ରୀ ପଟେଲ ସାହୁ, ମଞ୍ଚାସୀନ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଦ୍ବାରା ଜଳନ୍ଧର ଷ୍ଟେଶନରେ ପ୍ରଥମେ ଉଦ୍‌ଘାଟନ କରିଥିଲେ। ଅମୃତ ଭାରତ ଯୋଜନାରେ ୨୨କୋଟି ବ୍ୟୟ ଅଟକଳରେ ନିର୍ମିତ କେସିଙ୍ଗା ରେଲଓ୍ବେ ଷ୍ଟେଶନ ସମେତ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ବରପାଲି ଷ୍ଟେଶନର ଅମୃତ ଭାରତ ଯୋଜନାରେ ନିର୍ମାଣ କରାଯାଇଥିବା ଷ୍ଟେଶନର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଉପଲେକ୍ଷ ଦ୍ରୌଣାଚାର୍ଯ୍ୟ, ୟଙ୍ଗ ବ୍ଲଡ୍‌ ପବ୍ଲିକ ସ୍କୁଲର ଛାତ୍ରୀଙ୍କ ଦ୍ବାରା ରଚନା ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଉପଲକ୍ଷେ ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ମଞ୍ଚ ପରିଚାଳନା କରିଥିଲେ ଧର୍ମେନ୍ଦ୍ର ପ୍ରସାଦ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri