ପୋପ୍‌ଙ୍କୁ ଭେଟି ଭାରତ ଆସିବାକୁ ଆମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ…

ଭଟିକାନ୍‌ ସିଟି/ନୂଆଦିଲ୍ଲୀ,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଟିକାନ୍‌ ସିଟିରେ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିଛନ୍ତି। ଏହି ବନ୍ଧୁତ୍ୱପୂର୍ଣ୍ଣ ପରିବେଶରେ ସେ ପୋପ୍‌ଙ୍କୁ ଭାରତ ଆସିବାକୁ ଆମନ୍ତ୍ରଣ ଜଣାଇଛନ୍ତି। ଏହି ଅବସରରେ ଦୁହିଁଙ୍କ ମଧ୍ୟରେ ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି। କାରୋନା ମହାମାରୀ ସଙ୍କଟରେ ପୃଥିବୀର ସ୍ଥିତି, ଶାନ୍ତି ଏବଂ ସ୍ଥିରତା ଆଦି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।

ପ୍ରଧାନମନ୍ତ୍ରୀ ଏବଂ କ୍ୟାଥଲିକ୍‌ ଚର୍ଚ୍ଚର ପୋପ୍‌ଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ୍‌କାର। ସାକ୍ଷାତ୍‌କାର ସମୟରେ ବହିର୍ବ୍ୟାପାରମନ୍ତ୍ରୀ ଏସ୍‌. ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀ ଭଟିକାନ୍‌ ସିଟିର ବୈଦେଶିକ ମନ୍ତ୍ରୀ କାର୍ଡିନାଲ ପିଓଟ୍ରୋ ପାରୋଲିନ୍‌ଙ୍କୁ ମଧ୍ୟ ଭେଟିଛନ୍ତି।

୨୦୧୩ରେ ପୋପ୍‌ ହେବା ପରେ ଫ୍ରାନ୍ସିସ୍‌ ପ୍ରଥମ ଥର ପାଇଁ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri