Posted inଜାତୀୟ

ପ୍ରଧାନମନ୍ତ୍ରୀ ଆମେରିକାରୁ ଭାରତ ଆଣୁଛନ୍ତି ‘ସ୍ପେଶାଲ-୧୫୭’ ପ୍ରାଚୀନ କଳାକୃତି…

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଆମେରିକା ଗସ୍ତ ଶେଷ କରି ଭାରତ ଫେରିବେ। ପ୍ରଧାନମନ୍ତ୍ରୀ ସାଙ୍ଗରେ ଆମେରିକାରୁ ଭାରତକୁ ‘ସ୍ପେଶାଲ-୧୫୭’ ପ୍ରାଚୀନ କଳାକୃତି ମଧ୍ୟ ଆଣୁଛନ୍ତି। ସେଥିମଧ୍ୟରେ ୧୦ମ ଶତାବ୍ଦୀର ବାଲିଆ ପଥରରେ ନିର୍ମିତ ହୋଇଥିବା ସୁନ୍ଦର କଳାକୃତି ସହିତ ୧୨ ଶତାବ୍ଦୀର ୮.୫ ସେଣ୍ଟିମିଟର ଉଚ୍ଚ ନଟରାଜ ମୂର୍ତ୍ତି ମଧ୍ୟ ରହିଛି।

୧୯୭୬ ରୁ ୨୦୧୩ ମଧ୍ୟରେ ଭାରତ ସରକାର କେବଳ ୧୩ଟି ପ୍ରାଚୀନ କଳାକୃତି ସ୍ବଦେଶକୁ ଫେରାଇ ଆଣିଥିଲେ।

ତେବେ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ୨୦୧୪ଠାରୁ ଇତିମଧ୍ୟରେ ୨୦୦ରୁ ଅଧିକ ପ୍ରାଚୀନ କଳାକୃତିକୁ ଭାରତ ଫେରାଇ ଆଣିଛନ୍ତି। ୨୦୦୪ରୁ ୨୦୧୪ ମଧ୍ୟରେ କେବଳ ଗୋଟିଏ ପ୍ରାଚୀନ କଳାକୃତି ଭାରତକୁ ଫେରାଇ ଅଣାଯାଇଥିଲା।

ସମ୍ପ୍ରତି ପ୍ରଧାନମନ୍ତ୍ରୀ ଭାରତକୁ ଆଣୁଥିବା ପ୍ରାଚୀନ କଳାକୃତିମଧ୍ୟରେ ୪୫ଟି ଖ୍ରୀଷ୍ଟପୂର୍ବ ୨୦୦୦ର ରହିଛି। ସେହିପରି ଲକ୍ଷ୍ମୀନାରାୟଣ, ବୁଦ୍ଧ, ବିଷ୍ଣୁ, ଶିବପାର୍ବତୀ, ୨୪ ଜୈନ ତୀର୍ଥଙ୍କର ମୂର୍ତ୍ତି ମଧ୍ୟ ପ୍ରଧାନମନ୍ତ୍ରୀ ଭାରତ ଫେରାଇ ଆଣୁଥିବା କଳାକୃତି ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri