ଆଜି ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୯।୫(ଅସମାପିକା ସାହୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ ରାଜଭବନରେ ରହିବେ। ୨୦ ତାରିଖ ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ବଡ଼ଦାଣ୍ଡରେ ରୋଡ ଶୋ’ କରିବେ। ତା’ପରେ ଅନୁଗୋଳ ଗସ୍ତ କରି ସକାଳ ୯ଟା ୩୦ରେ ନିର୍ବାଚନୀ ସଭାରେ ଯୋଗଦେବେ। ପୂର୍ବାହ୍ନ ସାଢ଼େ ୧୧ଟାରେ କଟକରେ ଜନ ସମାବେଶକୁ ଉଦ୍‌ବୋଧନ ଦେବେ। ଅନ୍ୟପକ୍ଷରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆସନ୍ତା ୨୧ ତାରିଖରେ ପୁଣି ଓଡ଼ିଶା ଆସିବେ। ସେହିଦିନ ସେ ୪ଟି ସ୍ଥାନରେ ସଭା କରିବେ। ଓଡ଼ିଶାରେ ପହଞ୍ଚତ୍ବା ପରେ ଶାହା ପ୍ରଥମେ ସମ୍ବଲପୁରରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ। ଏହାପରେ କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ ସଭାରେ ଯୋଗଦେବେ ବୋଲି ଭାଜପା ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri