Posted inଜାତୀୟ

ପ୍ରଧାନମନ୍ତ୍ରୀ କଲେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ…

ନୂଆଦିଲ୍ଲୀ,୬।୮ : ଭାରତରେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପୂର୍ବାହ୍ନ ୧୧ଟାରେ ଭିତ୍ତିପ୍ରସ୍ତର ସ୍ଥାପନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ଭାରତ ଷ୍ଟେଶନ ଯୋଜନା ଅନ୍ତର୍ଗତ ସାରା ଦେଶରେ ଏସବୁ ଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାପୂର୍ବରୁ ଏକ ଟୁଇଟ କରି ସେ ଅଗଷ୍ଟ ୬କୁ ଐତିହାସିକ ବୋଲି ବର୍ଣ୍ଣନା କରିଥିଲେ।

ପ୍ରାୟ ୨୫ ହଜାର କୋଟି ଟଙ୍କା ବ୍ୟୟରେ ଦେଶରେ ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ଅଣାଯିବ। ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ଆରାମ ତଥା ସୁବିଧା ଉପଲବ୍ଧ କରାଇବ। ଷ୍ଟେଶନଗୁଡିକ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟ ସହିତ ସୁସଂଗତ ହେବା ପାଇଁ ବିଶେଷ ଯତ୍ନ ନିଆଯିବ। ଆସନ୍ତା ୩୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରେଳ ଷ୍ଟେଶନର ପୁନର୍ନିର୍ମାଣ କାର୍ଯ୍ୟ କରାଯିବ। ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ଏହି ଷ୍ଟେସନଗୁଡିକ ସିଟି ସେଣ୍ଟର ଭାବରେ ବିକଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri